Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାତକୋଶିଆ ଅଭୟାରଣ୍ୟରୁ ବାଲି ବୋଝେଇ ଟ୍ରାକ୍ଟର ଜବତ

by ସଞ୍ଜୟ ସ୍ୱାଇଁ
January 18, 2025
in Crime, Nayagarh, State
ସାତକୋଶିଆ ଅଭୟାରଣ୍ୟରୁ ବାଲି ବୋଝେଇ ଟ୍ରାକ୍ଟର ଜବତ
181
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ ବଡ଼ଶିଲିଙ୍ଗା ପଞ୍ଚାୟତ ସାତକୋଶିଆ ଅଭୟାରଣ୍ୟରୁ ଏକ ଚୋରା ବାଲି ବୋଝେଇ ଟ୍ରାକ୍ଟର ଜବତ ହୋଇଛି। ମହାନଦୀ ବନ୍ୟପ୍ରାଣୀ ଡିଭିଜନ ଡିଏଫଓ ଫାଲଗୁନି ସାରଥୀ ମଲ୍ଲିକ ଓ ବନ୍ୟପ୍ରାଣୀ କର୍ମଚାରୀମାନେ ଟ୍ରାକ୍ଟରକୁ ଜବତ କରିଛନ୍ତି। ଏହାକୁ ପୁରୁଣାପାଣି ସେସ୍କନ କାର୍ଯ୍ୟାଳୟରେ ରଖା ଯାଇଛି। ବନ୍ୟପ୍ରାଣୀ ବିଭାଗ ଏହାକୁ ନେଇ ମାମଲା ରୁଜୁ କରିବାକୁ ସଜବାଜ ହେଉଛି। ଏହି ବେଆଇନ ବାଲି ଚାଲାଣ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରିବାକୁ ଦାବି ହେଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!