Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ଲକ ଯନ୍ତ୍ରୀ ଅଜୟ ସାମଲଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
January 18, 2025
in Crime, State
ବ୍ଲକ ଯନ୍ତ୍ରୀ ଅଜୟ ସାମଲଙ୍କ ଆତ୍ମହତ୍ୟା
154
VIEWS
Share on FacebookShare on Twitter

ବଡ଼ମ୍ବା, (ବାଘୁଆବାର୍ତ୍ତା): ନରସିଂହପୁର ବ୍ଲକ ଯନ୍ତ୍ରୀ ଅଜୟ ସାମଲଙ୍କ ଆତ୍ମହତ୍ୟା। ବ୍ଲକ କଲୋନୀରୁ ମୃତଦେହ ଉଦ୍ଧାର କଲା ନରସିଂହପୁର ପୋଲିସ। କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ତା ସ୍ପଷ୍ଟ ହୋଇନି। ଯନ୍ତ୍ରୀ ଅଜୟ ସାମଲ ବ୍ଲକର ସାଗର, ଅଲରା, କାଞ୍ଜିଆପଦା ପଞ୍ଚାୟତ ଦାୟିତ୍ୱରେ ଥିଲେ। ଖବର ପାଇ ନରସିଂହପୁର ପୋଲିସ, ବ୍ଲକ ପ୍ରଶାସନ ଓ ତହସିଲଦାର ପ୍ରମୁଖ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!