Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିମାନବନ୍ଦରରୁ ଜବତ ହେଲା ୭ କୋଟି ଟଙ୍କାର ମାରିଜୁଆନା

by ସଞ୍ଜୟ ସ୍ୱାଇଁ
January 18, 2025
in Crime, State
ବିମାନବନ୍ଦରରୁ ଜବତ ହେଲା ୭ କୋଟି ଟଙ୍କାର ମାରିଜୁଆନା
101
VIEWS
Share on FacebookShare on Twitter

ଭୁବେନଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ବର ବିମାନବନ୍ଦରରୁ ଜବତ ହେଲା ମାରିଜୁଆନା । କଷ୍ଟମ ବିଭାଗ ଦ୍ଵାରା ଜବତ ହୋଇଛି ମାରିଜୁଆନା । ଜବତ ମାରିଜୁଆନାର ମୂଲ୍ୟ ୭ କୋଟି ଟଙ୍କା । ବ୍ୟାଙ୍କକରୁ ଆସୁଥିଲା ମାରିଜୁଆନା। ଏହି ଘଟଣାରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମ ଏୟାର ଇଣ୍ଟେଲିଜେନ୍ସ ଟିମ । ପୂର୍ବରୁ ପ୍ରାୟ ୧୫ ଦିନ ଭିତରେ ପାଖାପାଖି ୧୫ କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି । ବ୍ୟାଙ୍କକ ଓ କ୍ବାଲାଲମପୁରରୁ ପୂର୍ବରୁ ଆସୁଥିଲା ଏହି ଦାମୀ ନିଶା । ପୂର୍ବରୁ ୨ ଜଣ ମହିଳା ଓ ଜଣେ ଯୁବକଙ୍କୁ ଗିରଫ କରାଯାଇଥିବା ବେଳେ ବିମାନବନ୍ଦର ବର୍ତ୍ତମାନ ନିଶା କାରବାରର ଗେଟ ୱେ ପାଲଟିଥିବା ଚର୍ଚ୍ଚା ଜୋର ଧରିଛି । ସେପଟେ ଏସବୁର ମାଷ୍ଟରମାଇଣ୍ଡ ଓ ଇଣ୍ଟର ନ୍ୟାସନ୍ୟାଲ ଲିଙ୍କ ନେଇ ଖୋଲତାଡ଼ ଚଳାଇଛି କଷ୍ଟମ ବିଭାଗ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!