Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ମଦ ପ୍ରସ୍ତୁତ ସାମଗ୍ରୀ ଜବତ

by ସଞ୍ଜୟ ସ୍ୱାଇଁ
January 19, 2025
in Crime, State
ବିପୁଳ ପରିମାଣର ମଦ ପ୍ରସ୍ତୁତ ସାମଗ୍ରୀ ଜବତ
23
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ଆଠଗଡ଼ ବ୍ଲକ ଖୁଣ୍ଟୁଣୀ ଥାନା ଡାଳୁଆ ଗାଁ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ । ଏହି ଚଢାଉରେ ବିପୁଳ ପରିମାଣର ମଦ ପ୍ରସ୍ତୁତ ସାମଗ୍ରୀ ଜବତ ହୋଇଛି । କଟକ ଜିଲ୍ଲା ଅବକାରୀ ଅଧିକ୍ଷକ କରୁଣା ଶଙ୍କର ତିଓ୍ୱାରୀଙ୍କ ନିର୍ଦ୍ଦେଶକ୍ରମେ ଡାଳୁଆ ସଂରକ୍ଷିତ ଜଙ୍ଗଲରେ ଚଢାଉ ହୋଇଥିଲା । ଏହି ଚଢାଉରେ କଟକ ଜିଲ୍ଲା ଅବକାରୀ ମୋବାଇଲ୍ ଟିମ୍, ଆଠଗଡ଼ ଅବକାରୀ ବିଭାଗ ଟିମ୍ ସାମିଲ ଥିଲେ । ତେବେ ଚଢାଉରେ ଉଭୟଙ୍କୁ ୮୪୦ ଲିଟର ଚୋରା ଦେଶୀ ମଦ ସହ ୬୫୮୦ ଲିଟର ଗୁଡ ପୋଚ ମିଳିଥିଲ। ଯାହାକୁ ପରବର୍ତ୍ତୀ ସମୟରେ ନଷ୍ଟ କରାଯାଇଛି । ତେବେ ଏହି ଘଟଣାରେ କାହାକୁ ଗିରଫ କରିବାରେ ସଫଳ ହୋଇପାରିନାହିଁ ଅବକାରୀ ବିଭାଗ । ଘଟଣାରେ ୩ ଗୋଟି ମାମଲା ରୁଜୁ କରି ଛାନ୍‌ଭିନ୍ ଜାରି ରଖିଛି ଅବକାରୀ ବିଭାଗ।ତେବେ ଏହି ଅଞ୍ଚଳରେ ବାରମ୍ବାର ଚଢାଉ ହେଉଥିବା ବେଳେ ମଧ୍ୟ ଚୋରା ମଦ କରିବାର ନା ଧରୁନି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!