Wednesday, September 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିରୁଳି ମହାବୀର ମନ୍ଦିରରୁ ଚୋରି

by ସଞ୍ଜୟ ସ୍ୱାଇଁ
January 21, 2025
in Crime, State
ଶିରୁଳି ମହାବୀର ମନ୍ଦିରରୁ ଚୋରି
54
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁଣି ଶିରୁଳି ମହାବୀର ମନ୍ଦିରରୁ ଚୋରି। ସୋମବାର ବିଳମ୍ବିତ ରାତିରେ ଶିରୁଳି ମହାବୀର ମନ୍ଦିରରୁ ହୁଣ୍ଡି ଚୋରି ହୋଇଥିବା ଅଭିଯୋଗ ହୋଇଛି । ହୁଣ୍ଡିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ସେବାୟତ ମାନେ ଅଭିଯୋଗ କରିଛନ୍ତି । ଖବର ପାଇ ଘଟଣାସ୍ଥଳରେ ଚନ୍ଦନପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଥାଉକି, ସୋମବାର ମହାପ୍ରଭୁଙ୍କ ସନ୍ଧ୍ୟା ଆଳତି ପରେ ଦୈନନ୍ଦିନର ନୀତିକାନ୍ତି ସମ୍ପୂର୍ଣ୍ଣ ହୋଇ ରାତ୍ର ୧୦ଟା ୩୦ରେ ପହୁଡ଼ ନୀତି ହୋଇଥିଲା । ପାଳିଆ ସେବାୟତ ମାନେ ମନ୍ଦିର ବନ୍ଦ କରି ଯାଇଥିବା ବେଳେ ଆଜି ସକାଳେ ପାଳିଆ ସେବାୟତ ମନ୍ଦିର ଖୋଲି ଭିତରକୁ ପ୍ରବେଶ କରି ଦେଖିଥିଲେ ହୁଣ୍ଡୀ ଭଙ୍ଗା ଯାଇଛି। ଏନେଇ ସଙ୍ଗେ ସଙ୍ଗେ ମନ୍ଦିର କମିଟି ଚନ୍ଦନ ପୁର ଥାନା କୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଚନ୍ଦନପୁର ପୋଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ଘଟଣା ସ୍ଥଳରେ ମାଜିଷ୍ଟ୍ରେଟ ଉପସ୍ଥିତ ରହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!