Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘର ଭିତରକୁ ପଶିଗଲା ବାଲି ବୋଝେଇ ହାଇୱା

by ସଞ୍ଜୟ ସ୍ୱାଇଁ
January 21, 2025
in Accident, State
ଘର ଭିତରକୁ ପଶିଗଲା  ବାଲି ବୋଝେଇ ହାଇୱା
86
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଘର ଭିତରକୁ ମାଡିଗଲା ବାଲି ବୋଝେଇ ହାଇୱା । ଗାଡିକୁ ଅଟକାଇ ପୋଲିସକୁ ଖବର ଦେଲେ ଗ୍ରାମବାସୀ। ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ସୁନାମ୍ବ ସାହି ନିକଟରେ ଥିବା ଏକ ଘର ଭିତରକୁ ମାଡିଗଲା ବାଲି ବୋଝେଇ ହାଇଓ୍ବା। ଫଳରେ ଗ୍ରାମବାସୀ ଉତ୍ୟକ୍ତ ହୋଇ ଗାଡିକୁ ଅଟକାଇ ପୋଲିସକୁ ଖବର ଦେଇଥିଲୋ। ଘଟଣାସ୍ଥଳରେ ଆସିକା ଏସଡିପିଓ ପହଞ୍ଚି ବାଲି ବୋଝେଇ ହାଇୱା ଦୁଇଟିକୁ ଥାନାକୁ ନେଇ ଅଧିକ ତଦନ୍ତ କରୁଛନ୍ତି। ଅନ୍ୟପଟେ ଆସିକା ଋଷୁକୁଲ୍ୟା ନଦୀରୁ ଏପରି ଅନେକ ଘାଟରୁ ରାତି ଅଧିଆ ବାଲି ଚୋରା ଚାଲାଣ ନେଇ ବାରମ୍ବାର ଖବର ପ୍ରସାରଣ ପରେ ମଧ୍ୟ ଲଘୁ ଖଣିଜ ବିଭାଗ କି ସ୍ଥାନୀୟ ପ୍ରଶାସନ କୌଣସି ପଦକ୍ଷେପ ନେଉନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!