Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ

by ସଞ୍ଜୟ ସ୍ୱାଇଁ
January 21, 2025
in Education, State
ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ
89
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପିଲାଙ୍କୁ ୬ବର୍ଷ ବୟସ ହୋଇନଥିଲେ ଏଣିକି ପ୍ରଥମଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ । ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ଏହାସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ । ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନେଇଛନ୍ତି । ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ‘ଜାତୀୟ ଶିକ୍ଷା ନୀତି-୨୦୨୦’ର ପ୍ରାବଧାନ ଅନୁସାରେ ରାଜ୍ୟ ସରକାର ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ବୟସ ୬ବର୍ଷ ହୋଇଥିବା ଜରୁରୀ। ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬+ ହେବା ଆବଶ୍ୟକ । ସେହିପରି ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ । ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ। ଉଲ୍ଲେଖଯୋଗ୍ୟ,ଗତ ସପ୍ତାହରେ ରାଜ୍ୟରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!