Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁବନ ମାଉସୀ ହେଲେ ଥଇଥାନ

by ସଞ୍ଜୟ ସ୍ୱାଇଁ
January 22, 2025
in Nayagarh, State
ସୁବନ ମାଉସୀ ହେଲେ ଥଇଥାନ
600
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ, ଅଞ୍ଜଳି ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ଶୁଭସ୍ମିତା ମିଶ୍ରଙ୍କ ତତ୍ୱାବଧାନରେ ପ୍ରତାପପ୍ରସାଦ ନିବାସୀ ସୁବନ ଦେଇଙ୍କୁ ନୟାଗଡ଼ ଲେଖନପୁରସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ଥଇଥାନ କରାଯାଇଛି । ସୁବନ ମାଉସୀଙ୍କ ସ୍ୱାମୀଙ୍କ ଦେହାନ୍ତ ପରେ ତାଙ୍କ ପରିବାରର ୨ଗୋଟି ପୁଅବୋହୂ ଦାୟିତ୍ୱ ଲିଭାଇବା ବଦଳରେ ଅକଥନୀୟ ଅତ୍ୟାଚାର ଆରମ୍ଭ କରିଦେଇଥିଲେ ।

ଏଥିରେ ସେ ଅତିଷ୍ଟ ହୋଇ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣରଙ୍କର ଦ୍ୱାରସ୍ଥ ହୋଇଥିଲେ । ଏହାପରେ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଥଇଥାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ଶୁଭସ୍ମିତା ମିଶ୍ର ୩ ଜଣଙ୍କୁ ସୁବନ ମାଉସୀ କିପରି ନ୍ୟାୟ ପାଇବେ ଏବଂ ତାଙ୍କର ଥଇଥାନ ହେବ ସେ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ । ଏହାପରେ କର୍ମୀମାନେ ଯାଇ ସମର୍ପଣର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା କର୍ମୀ ସୀତାରାମଙ୍କୁ ଭେଟି ପଞ୍ଜକୃତ କରି ଥଇଥାନ କରିଥିଲେ । ସୁବନ ମାଉସୀଙ୍କ ଓଠରେ ହସ ଦେଇଥିବା ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣର ଏଭଳି କାର୍ଯ୍ୟକୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!