Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଡିଓ ସଂଘର ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ

by ସଞ୍ଜୟ ସ୍ୱାଇଁ
January 23, 2025
in Nayagarh, State
ଏଡିଓ ସଂଘର ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ
639
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଓଡ଼ଗାଁ ବ୍ଲକ ଦୁତିକେଶ୍ୱର ପ୍ରାଙ୍ଗଣରେ ଆଜି ଏଡିଓ ସଂଘର ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ଏଡିଓ ସଂଘର ଜିଲ୍ଲା ସଭାପତି ଜିତେନ୍ଦ୍ର କୁମାର ପୃଷ୍ଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ରାଜ୍ୟ ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସଂଘର ସଙ୍ଗଠନକୁ ସୁଦୃଢ଼ କରିବା ସହିତ ଆଗାମୀ ଦିନରେ ପ୍ରତ୍ୟେକ ବର୍ଷ ନେତାଜୀ ସୁବାଷ ବୋଷଙ୍କ ଜୟନ୍ତୀରେ ଦେଷ ପ୍ରେମ ଦିବସକୁ ସଂଘ ପ୍ରେମୀ ଦିବସରେ ପାଳନ କରିବା ପାଇଁ ମଞ୍ଚ ପରିଚାଳନା କରୁଥିବା ନୟାଗଡ଼ ଜିଲ୍ଲା ସଂଘର ମୁଖ୍ୟ ଉପଦେଷ୍ଟା ବାଦଲ କୁମାର ଷଡ଼ଙ୍ଗୀ ପ୍ରସ୍ତାବ ରଖିଥିଲେ ।

ଏହି ଅବସରରେ ରାଜ୍ୟ ସଂଘର ସଭାପତି ପ୍ରଭାତ କୁମାର ତିୱାରୀ, ଅଜୟ କୁମାର ଜେନା ରାଜ୍ୟ ସଂଘର ସଂଗଠନ ସମ୍ପାଦକ, ସୁରେଶ କୁମାର ପାଣିଗ୍ରାହୀ ରାଜ୍ୟ ସଂଘ ଉପ ସଭାପତି, ଦେବାଶିଷ ରାଉତ ରାଜ୍ୟ ସଂଘ କୋଷାଧ୍ୟକ୍ଷ, ସଂଗ୍ରାମ କୁମାର ସିଂ ସମ୍ପାଦକ, ଜଗବନ୍ଧୁ ଦଳେଇ ପୁରୀ ଜିଲ୍ଲା ସଭାପତି, ପ୍ରଫୁଲ୍ଲ ହାଲ୍ଲୀ ରାୟଗଡ଼ା ବରିଷ୍ଠ ସଭ୍ୟ, ନୟାଗଡ଼ ଜିଲ୍ଲା ବରିଷ୍ଠ ଉପଦେଷ୍ଟା ବାଦଲ କୁମାର ଷଡ଼ଙ୍ଗୀ, ଜିଲ୍ଲା ସମ୍ପାଦକ ପୁର୍ଣ୍ଣଚନ୍ଦ୍ର ମହାନ୍ତୀ, ଜିଲ୍ଲା କୋଷାଧ୍ୟକ୍ଷ ନିରଞ୍ଜନ ମିଶ୍ର ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏଥି ସହିତ ନୟାଗଡ଼ ଜିଲ୍ଲା ସମସ୍ତ ବ୍ଲକର ସଭାପତି ଓ ସମ୍ପାଦକ ମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା । ରାଜ୍ୟ ସଭାପତି ତାଙ୍କ ବକ୍ତବ୍ୟରେ ଗାଳି, ତାଳି ଓ କୋଳାକୋଳି ମାଧ୍ୟମରେ ସଂଘର ସମସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଭାବରେ ପରିଚାଳନା କରାଯାଇ ପାରିଲେ ଆଗାମୀ ଦିନରେ ସଂଘ ସମସ୍ତ ଲକ୍ଷ ହାସଲ କରିବାରେ ସଫଳତା ମିଳିବ ବୋଲି ପ୍ରକାଶ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!