Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତେଲେଙ୍ଗାପେଣ୍ଠ ନିକଟରେ ହାଇଓ୍ବାକୁ ଧକ୍କା ଦେଲା ଓମଫେଡ୍ ଟ୍ରକ୍

by ସଞ୍ଜୟ ସ୍ୱାଇଁ
January 28, 2025
in Accident, State
ତେଲେଙ୍ଗାପେଣ୍ଠ ନିକଟରେ ହାଇଓ୍ବାକୁ ଧକ୍କା ଦେଲା ଓମଫେଡ୍ ଟ୍ରକ୍
83
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ତେଲେଙ୍ଗାପେଣ୍ଠ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ହାଇଓ୍ବାକୁ ଧକ୍କା ଦେଲା ଓମଫେଡ ଗାଡି। ଟ୍ରକ୍ କ୍ୟାବିନ୍‌ରେ ଫସି ରହିଥିଲେ ହେଲ୍ପର। ଡ୍ରାଇଭର ଆହତ ହୋଇଥିବା ସୂଚନା। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଏକ ଟିମ୍ ପହଞ୍ଚି ଗାଡ଼ି ଭିତର ହେଲ୍‌ପର୍‌ଙ୍କୁ ଉଦ୍ଧାର କରିଥିବା ଜଣାପଡିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାଇ, ଆଜି ସକାଳେ ଓମ୍‌ଫେଡ ଗାଡ଼ି ନମ୍ବର(ଓଆର୍୦୨ ବିଜି୯୧୬୩) ନରାଜରୁ ଫୁଲନଖରା ହବ୍‌କୁ ଫେରୁଥିଲା। ତେଲେଙ୍ଗାପେଣ୍ଠ ନିକଟରେ ଏକ ହାଇଓ୍ବାକୁ ସମ୍ମୁଖ ପଟୁୁ ଧକ୍କା ଦେଇଥିଲା ଓମ୍‌ଫେଡ ଗାଡ଼ି। ଫଳରେ ଟ୍ରକ୍ କ୍ୟାବିନ୍‌ରେ ହେଲ୍ପର ଜଣକ ଫସି ରହିଥିଲେ। ଏନେଇ ବାରଙ୍ଗ ଅଗ୍ନିଶମ ବାହିନୀଙ୍କୁ ସୂଚନା ଦିଆଯାଇଥିଲା। ଘଟଣାସ୍ଥଳରେ ଏକ ଟିମ୍ ପହଞ୍ଚି ଦୀର୍ଘ ଘଣ୍ଟାଏ କସରତ କରିବା ପରେ ହାଇଡ୍ରୋଲିକ କଟର ସାହାର୍ଯ୍ୟରେ ହେଲ୍‌ପରଙ୍କୁ ଉଦ୍ଧାର କରାଯାଇଥିଲା। ତାଙ୍କୁ କଟକ ଏସ୍‌ସିବି ମେଡିକାଲ ପଠାଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!