Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ଉଚ୍ଚ ବିଦ୍ୟାଳୟ ଲାଠିପଡା ପରିସରରେ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

by ସଞ୍ଜୟ ସ୍ୱାଇଁ
January 28, 2025
in Nayagarh, Sports, State
ସରକାରୀ ଉଚ୍ଚ ବିଦ୍ୟାଳୟ ଲାଠିପଡା ପରିସରରେ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ
543
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡା ପରିସରରେ ବାର୍ଷିକ କ୍ରୀଡା ଉତ୍ସବ ୨୦୨୪-୨୫ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରତାପ କୁମାର ଶତପଥୀ ପତାକା ଉତ୍ତୋଳନ କରି ଉକ୍ତ କ୍ରୀଡା ଉତ୍ସବକୁ ଉଦ୍‌ଘାଟିତ କରିଥିବା ବେଳେ ଲାଠିପଡା ସରପଞ୍ଚ ସରସ୍ୱତୀ ପଗଡ଼ ମୁଖ୍ୟ ଅତିଥି, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁରେଶ କୁମାର ପ୍ରଧାନ, ପବିତ୍ର ମୋହନ ସାହୁ ପ୍ରମୁଖ ସମ୍ମାନିତ ଅତିଥି ରୁପେ ଯୋଗ ଦେଇଥିଲେ ।

ଉକ୍ତ ପ୍ରତିଯୋଗୀତାରେ ବାରଗୋଟି ଇଭେଣ୍ଟରେ ବିଦ୍ୟାଳୟର ପାଞ୍ଚଶହ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀକୃଷ୍ଣ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଉକ୍ତ ଉତ୍ସବରେ ଶିକ୍ଷକ ସୁରେଶ ସେଠି, ବୃନ୍ଦାବନ ବେହେରା, ଅଖିଳ କୁମାର ସାହୁଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!