Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଠଯୋଡ଼ିରେ ଭାସିଗଲେ ଯୁବକ

by ସଞ୍ଜୟ ସ୍ୱାଇଁ
February 15, 2021
in Feature News
କାଠଯୋଡ଼ିରେ ଭାସିଗଲେ ଯୁବକ
102
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା): ତ୍ରୀଶୁଳିଆ ବ୍ରାହ୍ମଣୀ ଗାଁ ନିକଟସ୍ଥ କାଠଯୋଡ଼ିରେ ଜଣେ ଯୁବକ ଗାଧୋଉ ଥିବା ବେଳେ ମହାନଦୀ ସ୍ରୋତରେ ଭାସି ଯାଇଥିବା ଜଣାପଡିଛି । ତେବେ ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ବାସିନ୍ଦା ଦମକଳ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଦମକଳ ବାହିନୀର କର୍ମଚାରୀମାନେ ସେଠାରେ ପହଞ୍ôଚ ଖାନ ତଲାସି ଆରମ୍ଭ କରିଥିଲେ ମଧ୍ୟ ଯୁବକଙ୍କ ପତ୍ତା ମିଳିନାହିଁ । ଭାସି ଯାଇଥିବା ଯୁବକଙ୍କ ପରିଚୟ ମିଳିନଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରିରହିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!