Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜନପ୍ରତିନିଧି ଓ ପ୍ରଶାସନ ମଧ୍ୟରେ ବନ୍ଧୁତ୍ବପୂର୍ଣ୍ଣ କ୍ରିକେଟ ମ୍ୟାଚ

by ସଞ୍ଜୟ ସ୍ୱାଇଁ
January 28, 2025
in Sports, State
ଜନପ୍ରତିନିଧି ଓ ପ୍ରଶାସନ ମଧ୍ୟରେ ବନ୍ଧୁତ୍ବପୂର୍ଣ୍ଣ କ୍ରିକେଟ ମ୍ୟାଚ
89
VIEWS
Share on FacebookShare on Twitter

କ ନୂଆଗାଁ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲାର କ.ନୂଆଁ ଗାଁରେ ୭୬ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟ ପଡିଆରେ ଜନପ୍ରତିନିଧି ଓ ବ୍ଲକ୍ ପ୍ରଶାସନ ମଧ୍ୟରେ ବନ୍ଧୁତ୍ବପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବନ୍ଧୁତ୍ବପୂର୍ଣ୍ଣ ମ୍ୟାଚରେ ମୁଖ୍ୟ ଅତିଥି ଭାବେ କ ନୂଆଁଗାଁ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ସୁଲୋଚନା ଦଳବେହେରା ସମ୍ମାନୀତ ଅତିଥି ରୂପେ ପଞ୍ଚାୟତ ନିର୍ବାହୀ ଅଧିକାରୀ ତଥା ଭାରପ୍ରାପ୍ତ ଜିପିଓ ଅନୀଲ କୁମାର ପାତ୍ର, ଯୋଗ ଦେଇ ଥିଲେ । ଏହି ମ୍ୟାଚଟି ଜନପ୍ରତିନିଧି ଓ ପ୍ରଶାସନ ମଧ୍ୟରେ ସୁସମ୍ପର୍କ ରଖିବା ପାଇଁଁ ଅନୁଷ୍ଠିତ ହୋଇଥିଲା । ମ୍ୟାଚଟି ଜନପ୍ରତିନିଧି ଟିମ୍ ର ନେତୃତ୍ବ ବାଲିଗୁଡା ବିଧାୟକ ଶ୍ରୀଯୁକ୍ତ ଚକ୍ରମଣୀ କହଁର ନେଇଥିବା ବେଳେ ବ୍ଲକ୍ ପ୍ରଶାସନ ଟିମ୍ ର ନେତୃତ୍ବ ବିଡ଼ିଓ ଶ୍ରୀ ଅକ୍ଷୟ କୁମାର ମଲିକ ନେଇଥିଲେ । ମ୍ୟାଚ ୧୨ ଓଭର ବିଶିଷ୍ଟ କରାଯାଇଥିଲା । ସେଥିରେ ଜନପ୍ରତିନିଧି ଟିମ୍ କୁ ପରାସ୍ତ କରି ପ୍ରଶାସନ ଟିମ୍ ବିଜୟୀ ଲାଭ କରିଥିଲା । ଏହି ପରି ଜନପ୍ରତିନିଧି ଓ ପ୍ରଶାସନ ମଧ୍ୟରେ ସୁସମ୍ପର୍କ ରକ୍ଷା କରିବା ପାଇଁ କାର୍ଯ୍ୟ କ୍ରମ କରାଯାଇ ଥିବାରୁ ଅଞ୍ଚଳର ବୁଦ୍ଧି ଜୀବି ଓ ଜନସାଧାରଣ ମାନଙ୍କ ଗହଣରେ ପ୍ରଶଂସା କରୁଥିବା ଦେଖିବାକୁ ମିଳିଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!