Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ଦିବସୀୟ ଦିବାରାତ୍ର ଭଲିବଲ ଟୁର୍ନାମେଣ୍ଟ ଉଦଯାପିତ, ଭଦ୍ରକକୁ ହରାଇ ଭୁବନେଶ୍ୱର ବିଜୟୀ 

by ସଞ୍ଜୟ ସ୍ୱାଇଁ
January 28, 2025
in Nayagarh, Sports
ଏକ ଦିବସୀୟ ଦିବାରାତ୍ର ଭଲିବଲ ଟୁର୍ନାମେଣ୍ଟ ଉଦଯାପିତ, ଭଦ୍ରକକୁ ହରାଇ ଭୁବନେଶ୍ୱର ବିଜୟୀ 
152
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜୟଦୁର୍ଗା କ୍ଳବ୍ ର ୨୪ତମ ବାର୍ଷିକ ଉତ୍ସବରେ ରାଜ୍ୟସ୍ତରୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନୟାଗଡ଼ର ବିଜେଡି ମୁଖପାତ୍ର ଇରାନି ରାୟ ଟୁର୍ନାମେଣ୍ଟକୁ ଉଦଘାଟନ କରିଥିଲେ । ଉଦଯାପନୀ ସମୟରେ ଜିଲ୍ଲା ପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ରହି ବିଜୟୀ ଦଳକୁ ଟ୍ରଫି ପ୍ରଦାନ କରିଥିଲେ । ଏହି ଟୁର୍ନାମେଣ୍ଟ ରେ ରାଜ୍ୟସ୍ତରୀୟ ଓ ଆନ୍ତର୍ଜାତୀୟ ସ୍ତରୀୟ ଖେଳାଳି ମାନେ ମଧ୍ୟ ଯୋଗ ଦେଇଥିଲେ । ଯାହାକି ବେଶ ଖେଳକୁ ଆକର୍ଷଣୀୟସହ ରୋମାଞ୍ଚକର କରିଥିଲା ।ଏଥିରେ ୪ ଗୋଟି ଦଳ ଭାଗ ନେଇଥିଲେ । ଯଥା – କିଟ୍ କୟୁନିଭରସିଟି , ଭୁବନେଶ୍ୱର ସ୍ପ୍ରୋଟସ ହଷ୍ଟେଲ ଭୁବନେଶ୍ୱର , ପୁରୀ କ୍ଳବ୍ (ପୁରୀ ), ସୂର୍ଯ୍ୟ ଶିଖା ଭଦ୍ରକ । ଫାଇନାଲ ରେ ଭୁବନେଶ୍ୱର ସ୍ପ୍ରୋଟସ ହଷ୍ଟେଲଭୁବନେଶ୍ୱର ଏବଂ ସୁଯ୍ୟ ଶିଖା ଭଦ୍ରକ କୁ ହରାଇ ୨-୧ ବ୍ୟବଧାନରେ ସେଟ୍ ଜିତି ଚାମ୍ପିଅନ ହୋଇଥିଲା । ନୟାଗଡ ବ୍ଲକ ଚେୟାରମ୍ୟାନ କିଶୋରଚନ୍ଦ୍ର ସାହୁ, ନୟାଗଡ଼ ମୁନିସିପାଲିଟିର ଅଧକ୍ଷା ନିରୁପମା ଖଟେଇ, ଶେଖ ଈସୁବ, ଦୁ୍ଯ୍ୟୋଧନ ବେହେରା,ନୀଳମାଧଵ ପଣ୍ଡା, ରାଧେଶ୍ୟାମ ମୋହତା, ସଂଯୁକ୍ତାରାଣୀ ମହାପାତ୍ର ଉପସ୍ଥିତ ରହିଥିଲେ l ଖେଳ ପରିଚାଳନା ରେ ରମାକାନ୍ତ ପଟ୍ଟନାୟକ, ଶ୍ରୀକାନ୍ତନାୟକ , ଜନ୍ମେଜୟ ଦାସ ,ପ୍ରମୋଦ କୁମାର ବାରିକ ଏବଂ ବିରଞ୍ଚି ନାରାୟଣ ବେହେରା ଦାୟିତ୍ଵ ରେ ରହିଥିଲେl ଜୟଦୁର୍ଗା କ୍ଲବର ସମସ୍ତ ସଦସ୍ୟ ରହିଥିବାବେଳେ ଜୟଦୁର୍ଗା କ୍ଳବ୍ ର ଉପ ସଭାପତି ହାଡିବନ୍ଧୁ ଜେନା, ସମ୍ପାଦକ ରବୀନ୍ଦ୍ର କୁମାର ଜେନା କାଯ୍ୟକୁ ସମ୍ପାଦିତ କରିଥିଲେ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!