Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ବଣାଇ ITDA PA

by ସଞ୍ଜୟ ସ୍ୱାଇଁ
January 30, 2025
in Crime, State
ଭିଜିଲାନ୍ସ ଜାଲରେ ବଣାଇ ITDA PA
81
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ବଣାଇ ITDA PA ବିଶ୍ଵଦର୍ଶୀ ସାହୁ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ITDA ପ୍ରକଳ୍ପ ଅଧିକାରୀଙ୍କ ସରକାରୀ ଘର ଏବଂ ବାସଭବନରେ ରେଡ୍ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଚଢାଉ। ଭୁବନେଶ୍ଵରର ୩ ସ୍ଥାନ ସମେତ ବାଲେଶ୍ଵର, ଯାଜପୁର ଓ ବଣାଇର ଦୁଇଟି ସ୍ଥାନରେ ରେଡ କରୁଛି ଭିିଜିଲାନ୍ସ। ଭିଜିଲାନ୍ସର ଜଣେ ଅତିରିକ୍ତ ଏସପିଙ୍କ ନେତୃତ୍ଵରେ ୩ ଡିଏସପି ଏବଂ ୧୦ ଇନ୍ସପେକ୍ଟରଙ୍କ ନେତୃତ୍ଵରେ ଚାଲିଛି ଏହି ଚଢାଉ। ରେଡରୁ ବିପୁଳ ପରିମାଣର ସମ୍ପତ୍ତି ଠାବ ହୋଇଛି। ପୁରୁଣା ଭୁବନେଶ୍ଵର ଶ୍ରୀରାମ ନଗର ଅଂଚଳରୁ ଏକ ଦୁଇ ମହଲା କୋଠା, ଭୁବନେଶ୍ଵର ଲକ୍ଷ୍ମୀସାଗର ଅଂଚଳରେ ଗୋଟିଏ ଫ୍ଲାଟ, ଖାରବେଳନଗର ୟୁନିଟ ୩ ଅଂଚଳରେ ଗୋଟିଏ ଫ୍ଲାଟ, ବାଲେଶ୍ଵର ଏସଏନ ସେନ ରୋଡ ଅଂଚଳରେ ଗୋଟିଏ ଫ୍ଲାଟ, ଯାଜପୁୁର ସମ୍ପର୍କୀୟଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ। ସେହିପରି ସୁନ୍ଦରଗଡ଼ ବଣାଇରେ ଥିବା ସରକାରୀ ବାସଭବନ ଏବଂ ଆଇଟିଡିଏ ଅଫିସରେ ରେଡ୍ କରୁଛି ଭିଜିଲାନ୍ସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!