Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ୍ କରତ କଳରେ ଭିଜିଲାନ୍ସ ଚଢାଉ

by ସଞ୍ଜୟ ସ୍ୱାଇଁ
January 30, 2025
in Crime, State
ବେଆଇନ୍ କରତ କଳରେ ଭିଜିଲାନ୍ସ ଚଢାଉ
18
VIEWS
Share on FacebookShare on Twitter

ନିଶ୍ଚିନ୍ତକୋଇଲି, (ବାଘୁଆବାର୍ତ୍ତା): କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅସୁରେସ୍ୱର ନିକଟରେ ଥିବା ବେଆଇନ୍ କରତକଳ ଉପରେ ଚଢାଉ । ଭିଜିଲାନ୍ସର ୧୦ ଜଣିଆ ଟିମ୍ ଏକାସାଙ୍ଗେ ଚଢାଉ ହୋଇଛି । ଏହି ଚଢାଉରେ ବିପୁଳ ପରିମାଣର କାଠ ସହ ବିଭିନ୍ନ ସାମଗ୍ରୀ ଜବତ ହୋଇଛି । ଖବର ଅନୁଯାୟୀ, ନିଶ୍ଚିନ୍ତକୋଇଲି ଥାନା ଅସୁରେସ୍ୱର ଅଞ୍ଚଳରେ ବେଆଇନ୍ ଭାବେ ଅନେକ କରତକଳ ଚାଲୁଥିଲା । ଯାହା ପାଇଁ ଅତୀତରେ ଅନେକ ଥର ରେଡ୍ ମଧ୍ୟ ହୋଇଛି । ହେଲେ ଚଢାଉ ସରିବାର କିଛି ଦିନ ପରେ ପୁଣି ଥରେ ଲୁଚାଛପାରେ ଆରମ୍ଭ କରୁଥିଲେ କରତକଳ । ଆଉ ଏବେ ଗୁରୁବାର ଦିନ ସକାଳୁ ସକାଳୁ ଭିଜିଲାନ୍ସର ୧୦ ଜଣିଆ ଟିମ୍ ଏହି ବେଆଇନ୍ କରତକଳ ଉପରେ ଚଢାଉ କରିଛି । ଏହି ଚଢାଉରେ ବନବିଭାଗ ଓ ସ୍ଥାନୀୟ ପୋଲିସ ସାମିଲ ଅଛନ୍ତି । ତେବେ ଚଢାଉରେ ବିପୁଳ ପରିମାଣର କାଠ ଓ ଲକ୍ଷାଧିକ ଟଙ୍କାର କାଠ ଚିରା ମେସିନ୍ ଜବତ ହୋଇଛି । କରତକଳ ମାଲିକଙ୍କୁ ଅଟକ ରଖି ଜେରା କରୁଛନ୍ତି ଭିଜିଲାନ୍ସ ଏବଂ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!