Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ପିକ୍‌ଅପ୍ ଭ୍ୟାନ୍, ୨୨ ଆହତ, ୮ ଗୁରୁତର

by ସଞ୍ଜୟ ସ୍ୱାଇଁ
January 30, 2025
in Accident, State
ଓଲଟିଲା ପିକ୍‌ଅପ୍ ଭ୍ୟାନ୍, ୨୨ ଆହତ, ୮ ଗୁରୁତର
52
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରେଢାଖୋଲରେ ଓଲଟିଲା ପିକଅପ ଗାଡି। ଦୁର୍ଘଟଣାରେ ସଂକୀର୍ତ୍ତନ୍ନ ଦଳର ୨୨ ଜଣ ଆହତ ହୋଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତିି। ସମସ୍ତଙ୍କୁ ସ୍ଥାନୀୟଲୋକ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ପଠାଇଥିବା ସୂଚନା ମିଳିଛି। ସୂଚନା ମୁତାବିକ, ଗୁରୁବାର ଏକ ସଂକୀର୍ତ୍ତନ୍ନ ଦଳ କାମ ସାରି ସୋନପୁରରୁ ବୌଦ୍ଧକୁ ଫେରୁଥିଲେ । ରେଢାଖୋଲ କଦଳୀଗଡ ଧଉରାଖମନ ନିକଟ ଏକ ବୁଲାଣୀରେ ପିକ୍‌ଅପ୍ ଗାଡ଼ି ଭାରସାମ୍ୟ ହରାଇଥିଲା। ଡ୍ରାଇଭର ଗାଡ଼ିକୁ ନିୟନ୍ତ୍ରଣ କରିପାରିନଥିଲେ। ଫଳରେ ଗାଡ଼ି ଭାରସାମ୍ୟ ହରାଇ ରାସ୍ତା ମଝିରେ ଓଲଟିପଡ଼ିଲା। ଗାଡ଼ିରେ ଥିବା ସଂକୀର୍ତ୍ତନ୍ନ ଦଳ କିଛି ସଦସ୍ୟ ଗାଡ଼ି ବାହରକୁ ଛିଟିକି ପଡ଼ିଥିବା ବେଳେ କିଛି ତଳେ ଚାପିହୋଇ ରହିଥିଲେ । ସ୍ଥାନୀୟଲୋକ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରିବା ସହ ମେଡିକାଲକୁ ପଠାଇଥିଲେ। ଦୁର୍ଘଟଣା ୨୨ ଜଣ ଆହତ ହୋଇଥିବା ବେଳେ ୮ ଗୁରୁତର ହୋଇଥିବା ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!