Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାପ୍ରଭୁଙ୍କୁ ୫ କିଲୋ ସୁନା ଦାନ କଲେ ଶ୍ରଦ୍ଧାଳୁ

by ସଞ୍ଜୟ ସ୍ୱାଇଁ
February 16, 2021
in Feature News
ମହାପ୍ରଭୁଙ୍କୁ ୫ କିଲୋ ସୁନା ଦାନ କଲେ ଶ୍ରଦ୍ଧାଳୁ
448
VIEWS
Share on FacebookShare on Twitter

ପୁରୀ,,(ବାଘୁଆବାର୍ତ୍ତା): ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରାୟ ୪ କିଲୋ ୮୫୮ ଗ୍ରାମ ସୁନା ଓ ପ୍ରାୟ ୩ କିଲୋ ୮୭୬ ଗ୍ରାମ ରୁପା ଦାନ କରିଛନ୍ତି ଜଣେ ଶ୍ରଦ୍ଧାଳୁ । ଆଜି ଉକ୍ତ ଶ୍ରଦ୍ଧାଳୁଙ୍କ ପ୍ରତିନିଧି ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ଏହି ସୁନା ଅଳଙ୍କାର ଦାନ କରିଛନ୍ତି । ଏସବୁ ଅଳଙ୍କାର ମଧ୍ୟରେ ରହିଛି ବଡ଼ ଠାକୁର ବଳଭଦ୍ରଙ୍କ ୪୦ଟି ଶ୍ରୀମୁଖପଦ୍ମ, ୨ଟି ଝୋବା, ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ୫୩ଟି ଶ୍ରୀମୁଖପଦ୍ମ ଓ ୨ଟି ଝୋବା, ସୁଭଦ୍ରାଙ୍କ ପାଇଁ ୨ଟି ତଡ଼କି ଓ ୨ଟି ଝୋବା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କିଷନ କୁମାରଙ୍କ ଉପସ୍ଥିତିରେ ମନ୍ଦିର ପ୍ରଶାସନକୁ ଏହି ଅଳଙ୍କାର ହସ୍ତାନ୍ତର କରାଯାଇଛି । କେବଳ ସୁନା ନୁହେଁ ଅନେକ ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କୁ ଟଙ୍କା ମଧ୍ୟ ଦାନ କରିଥାନ୍ତି । ପୂର୍ବରୁ ଅନେକ ରାଜା ମହାରାଜା, ଧନାଢ୍ୟ ବ୍ୟକ୍ତି ମହାପ୍ରଭୁଙ୍କୁ କେବଳ ସୁନା ନୁହେଁ, ହୀରା, ନିଳା ପରି ଅନେକ ମୂଲ୍ୟବାନ ରତ୍ନ ଦାନ କରିବାର ଇତିହାସ ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!