Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
January 31, 2025
in Crime, State
ରାଜଧାନୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
43
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅଟଲା ବଜାରରେ ଏକ ଗ୍ୟାସ ଦୋକାନ ସାମ୍ନାରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଭଦ୍ରକ ଜିଲ୍ଲାର ଚିଣ୍ଟୁ ବୋଲି ଜଣାପଡ଼ିଛି । ସେ ଉକ୍ତ ଗ୍ୟାସ୍‌ ଦୋକାନରେ କାମ କରୁଥିଲେ । ମୃତଦେହଟିକୁ ଧଉଳି ଥାନା ପୋଲିସ ଉଦ୍ଧାର କରିଛି । ଘଟଣାସ୍ଥଳରେ ଥିବା ସିସିଟିଭି ଯାଞ୍ଚ କରି ଗ୍ୟାସ ଦୋକାନ ମାଲିକକୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ । ଭୁବନେଶ୍ୱରର ଧଉଳି ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଭୁବନେଶ୍ୱରର ଧଉଳି ଅଞ୍ଚଳର ଏକ ଗ୍ୟାସ୍‌ ଦୋକାନ ସାମ୍ନାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଧଉଳି ପୋଲିସ । ଏହା ସହ ପାଖରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରି ଗ୍ୟାସ ଦୋକାନ ମାଲିକକୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!