Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାନସଭା ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍ ଫୋର୍ସ

by ସଞ୍ଜୟ ସ୍ୱାଇଁ
February 17, 2021
in Feature News
ବିଧାନସଭା ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍ ଫୋର୍ସ
73
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଗତଥର ବିଧାନସଭା ସମ୍ମୁଖରେ ଯେଉଁ ଭଳି ଭାବେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା ତା’ର ଯେପରି ପୁନରାବୃତ୍ତି ନହୁଏ ସେଥିପ୍ରତି ଧ୍ୟାନ ଦେଇଛନ୍ତି ପୁଲିସ୍ ମହାନିର୍ଦ୍ଦେଶକ । ଆସନ୍ତା କାଲିଠାରୁ ବସିବାକୁ ଥିବା ବିଧାନସଭା ଅଧିବେଶନ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚକରିଛନ୍ତି ପୁଲିସ ମହାନିର୍ଦ୍ଦେଶକ ଅଭୟ । ବିଧାନସଭାର ସୁରକ୍ଷାକୁ ଦୃଷ୍ଟିରେ ଏଥର ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥିପାଇଁ ୩୦ପ୍ଲାଟୁନ ଫୋର୍ସ ମୁତୟନ ହେବେ । ବିଧାନସଭା ଅଧିବେଶନ ଚାଲୁଥିବା ସମୟରେ ଆଖପାଖ କିଛି ରାସ୍ତାକୁ ନାକାବନ୍ଦ କରାଯିବ ବୋଲି ସୂଚନା ମିଳିଛି । ଯାଞ୍ଚ ସମୟରେ ପୁଲିସ୍ ମହାନିର୍ଦ୍ଦେଶକଙ୍କ ସହିତ ସୁଧାଂଶୁ ଷଡ଼ଙ୍ଗୀ, ଗୁଇନ୍ଦା ନିର୍ଦ୍ଦେଶକ ଆର.କେ ଶର୍ମା, ଗୁଇନ୍ଦା ଡିଆଇଜି ଅନୁପ ସାହୁ, ଆଇନ ଶୃଙ୍ଖଳା ଏଡିଜି ଜସବନ୍ତ ଜେଠୱା, ଡିସିପି ଉମାଶଙ୍କର ଦାସଙ୍କ ସହୁ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!