Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୃତ ଗତିରେ ଧକ୍କା ଦେଲା ବାଇକ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
February 1, 2025
in Accident, Nayagarh, State
ଦୃତ ଗତିରେ ଧକ୍କା ଦେଲା ବାଇକ, ଜଣେ ମୃତ
462
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହର ଖଣ୍ଡପଡା ରୋଡ ଗଣେଷ ଢାବା ନିକଟରେ ଏକ ବାଇକ ଦୃତ ଗତିରେ ଆସି ଜଣେ ବ୍ୟକ୍ତିଙ୍କୁ ଧକ୍କା ଦେଇଥିବାରୁ ତାଙ୍କର ମୃତ ଘଟିଛି । ସୁଚନାନୁସାରେ ନୟାଗଡ଼ ବ୍ଲକ ବେଗୁନିଆପାଟଣା ଗ୍ରାମର କୈବଲ୍ୟ ପ୍ରଧାନ ଗତ କାଲି ରାତି ୭ ଟା ସମୟରେ ଚିକେନ ନେଇ ଘରକୁ ଫେରୁଥିବା ବେଳେ 0D25R 0217 ନମ୍ବର ଏକ ମୋଟର ସାଇକେଲ ଦୃତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରୁ ଆମ୍ବୁଲାନ୍ସ ଆସି କୈବଲ୍ୟ ପ୍ରଧାନଙ୍କୁ ନୟାଗଡ଼ ମେଡିକାଲରେ ଭର୍ତି କରିଥିଲେ । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!