Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ସପ୍ତାହରେ ଆସିବ ନୂଆ ଆୟକର ଆଇନ୍

by ସଞ୍ଜୟ ସ୍ୱାଇଁ
February 1, 2025
in NATIONAL NEWS, State
ଆସନ୍ତା ସପ୍ତାହରେ ଆସିବ ନୂଆ ଆୟକର ଆଇନ୍
180
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବଜେଟରେ ବଡ଼ ଘୋଷଣା । ଆସନ୍ତା ସପ୍ତାହରେ ଆସିବ ନୂଆ ଆୟକର ଆଇନ୍ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଅଭିଭାଷଣ ରଖିବା ସମୟରେ ଏକ ବଡ଼ ଘୋଷଣା କରିଛନ୍ତି । ନୂଆ ଆୟକର ଆଇନରେ ନିୟମ ସରଳ ଭାଷାରେ ଲେଖାଯିବା ସହିତ ସାଧାରଣ ଲୋକମାନେ ଯେଭଳି ଏହାକୁ ବୁଝିପାରିବେ, ସେନେଇ ବ୍ୟବସ୍ଥା କରାଯିବ । ଏହାସହ ଅନାବଶ୍ୟକ ଏବଂ ଅପ୍ରଚଳିତ ନିୟମକୁ ହଟାଯିବ । ଏହାସହ କର ବିବାଦକୁ ମଧ୍ୟ କମ କରାଯିବ । ଏଥିପାଇଁ ପାଖାପାଖି ୬୫୦୦ ମତାମତ ଗ୍ରହଣ କରାଯାଇଛି ବୋଲି ସୂଚନା ରହିଛି । ସେପଟେ ଆୟକର ନେଇ ସରକାରଙ୍କ ବଡ ଘୋଷଣା । ଏଣିକି IT ରିଟର୍ଣ୍ଣ ଦାଖଲ ସମୟ ସୀମା ବୃଦ୍ଧି କରାଯାଇଛି । ଖାସ୍ କରି ତେବେ ମଧ୍ୟବିତ୍ତଙ୍କୁ ବଡ ଆଶ୍ୱସ୍ତି ଦେଲେ ସରକାର । ୧୨ ଲକ୍ଷ ପର୍ଯ୍ୟନ୍ତ କୌଣସି ଟ୍ୟାକ୍ସ ପଡିବନି । ସେହିପରି TCS ୭ ଲକ୍ଷରୁ ବଢାଯାଇ ୧୦ ଲକ୍ଷ କରାଗଲା । ୧୨ ଲକ୍ଷରୁ ୧୬ ଲକ୍ଷ ପର୍ଯ୍ୟନ୍ତ ୧୫ ପ୍ରତିଶତ ଦେବାକୁ ପଡିବ । ୧୬ ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ୨୦ ପ୍ରତିଶତ ଦେବାକୁ ପଡିବ । ସେହିପରି ୨୦ ରୁ ୨୫ ଲକ୍ଷ ପର୍ଯ୍ୟନ୍ତ ୨୫ ପ୍ରତିଶତ ଦେବାକୁ ପଡିବ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!