Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିବିଆଇ ସ୍କାନରରେ ନାକ୍ ଟିମ୍ ସଦସ୍ୟ

by ସଞ୍ଜୟ ସ୍ୱାଇଁ
February 2, 2025
in Crime, State
ସିବିଆଇ ସ୍କାନରରେ ନାକ୍ ଟିମ୍ ସଦସ୍ୟ
100
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁରରେ ସିବିଆଇ ସ୍କାନରରେ ନାକ୍ ଟିମ୍ ସଦସ୍ୟ। ଆନ୍ଧ୍ରପ୍ରଦେଶର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବା ପାଇଁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି। ନାକ୍ ଟିମରେ ସମ୍ବଲପୁରର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନର ଜଣେ ପ୍ରଫେସର ଥିବା ସୂଚନା ମିଳିଛି। ପୂରା ଟିମକୁ ଅଟକାଇ ଛାନବିନ କରୁଛି ସିବିଆଇ। ୧୦ ଜଣଙ୍କୁ ଆନ୍ଧ୍ରରେ ସିବିଆଇ ଅଟକ ରଖିଥିବା ସୂଚନା ମିଳିଛି। ଆନ୍ଧ୍ରର ଲିଙ୍କ ସମ୍ବଲପୁରରେ ମିଳିବା ପରେ ପ୍ରଫେସରଙ୍କ ଘରେ ଖୋଳତାଡ଼ କରୁଛି ସିବିଆଇ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!