Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇୱା ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
February 2, 2025
in Accident, State
ହାଇୱା ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ
51
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ରତାପରୁଦ୍ରପୁର ଠାରେ ବୃଦ୍ଧଙ୍କ ଉପରେ ଚଢିଗଲା ହାଇୱା । ଘଟଣା ସ୍ଥଳରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ ନୂଆ ସାହି ଗ୍ରାମର ବାସନ ପଣ୍ଡା ବୋଲି ଜଣାପଡ଼ିଛି । ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ଥାନା ଅନ୍ତର୍ଗତ ପ୍ରତାପରୁଦ୍ରପୁର ଠାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ବୃଦ୍ଧ ଜଣକ ରାସ୍ତାରେ ଯାଉଥିବା ବେଳେ ତାଙ୍କ ଉପରେ ଏକ ହାଇୱା ଚଢିଯାଇଥିଲା । ଫଳରେ ବୃଦ୍ଧ ଜଣକ ଘଟଣା ସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବାଲିଅନ୍ତା ପୋଲିସ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!