Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

+୨ ପରୀକ୍ଷା ନେଇ ଆଜି ଗୁରୁତ୍ଵପୂର୍ଣ୍ଣ ବୈଠକ

by ସଞ୍ଜୟ ସ୍ୱାଇଁ
February 4, 2025
in Education, State
+୨ ପରୀକ୍ଷା ନେଇ ଆଜି ଗୁରୁତ୍ଵପୂର୍ଣ୍ଣ ବୈଠକ
83
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ଲସ୍ ଟୁ ପରୀକ୍ଷା ନେଇ ଆଜି ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ହେଉଛି। ସକାଳ ୧୦ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ। ଭିଡିଓ କନଫରେନସରେ ଏହି ବୈଠକ ହେବ। ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଯୁକ୍ତ ଦୁଇ ପରୀକ୍ଷାକୁ ସୁରୁଖୁରୁରେ କେମିତି ସଂପନ୍ନ କରାଯିବ, କୌଣିସ ବିଭ୍ରାଟ ବା ତ୍ରୁଟି ହେବ ନାହିଁ, ତା ଉପରେ ବୈଠକରେ ଫୋକସ୍ ଦିଆଯିବ ବୋଲି ଜଣାପଡ଼ିଛି। ବୈଠକରେ ଯୋଗା ଦେବେ ସବୁ ଜିଲ୍ଲାର ଜିଲ୍ଲାପାଳ, ଏସପି, ଭୁବନେଶ୍ଵର-କଟକର ପୋଲିସ କମିଶନର୍, ସବୁ କଲେଜର ପ୍ରିନସପାଲ ଓ ପରୀକ୍ଷା ପରିଚାଳନା ହବ୍ ର ସୁପର ଭାଇଜର୍ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!