Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିକ୍ରି ହେଲା ଅଫଲାଇନ ଟିକେଟ

by ସଞ୍ଜୟ ସ୍ୱାଇଁ
February 5, 2025
in Sports, State
ବିକ୍ରି ହେଲା ଅଫଲାଇନ ଟିକେଟ
42
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବାରବାଟୀ ଦିନିକିଆ ପାଇଁ ଆଜିଠୁ ଅଫଲାଇନରେ ଟିକେଟ ବିକ୍ରି। ସେଥିପାଇଁ ଗତ ରାତିରୁ ହିଁ କାଉଣ୍ଟର ଆଗରେ ଲାଗିଛି ଲମ୍ବା ଧାଡ଼ି। ଟିକଟ ଖଣ୍ଡେ ନେଇ ବାରବାଟୀ ଷ୍ଟାଡିୟମରେ ବସି ଲାଇଭ୍ କ୍ରିକେଟ ମ୍ୟାଚ ଦେଖିବାକୁ ଏତେ ପରିଶ୍ରମ। ଆସନ୍ତା ୯ ତାରିଖରେ ହେବ ମ୍ୟାଚ। ପିଚ୍ କୁ ସୁରକ୍ଷା ବଳୟକୁ ନେଇଛି କମିଶନରେଟ୍ ପୋଲିସ୍ । ୨୪ ଘଣ୍ଟିଆ ସୁରକ୍ଷାରେ ରହିଛନ୍ତି ବନ୍ଧୁକଧାରୀ ପୋଲିସ୍ । ପୂର୍ବରୁ ଅନଲାଇନ ଓ ଅନୁବନ୍ଧିତ ସଂସ୍ଥା ସେମାନଙ୍କ ଟିକେଟ ନେଇସାରିଥିବାବେଳେ ଆଜି ସାଢ଼େ ୯ଟାରେ ଖୋଲିଲା କାଉଣ୍ଟର। ପରିଚୟ ପତ୍ର ଦେଖାଇ ଜଣକା ଦୁଇଟି ଲେଖାଏଁ ଟିକେଟ କିଣି ପାରୁଛନ୍ତି। ମୋଟ ତିନୋଟି କଣ୍ଟେନର ବ୍ୟବସ୍ଥା କରାଯାଇଛି, ଯେଉଁଥିରେ ଚାରିଟି କାଉଣ୍ଟର ରହିବ। ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯାଇଛି । କମିଶନରେଟ ପୋଲିସ ପକ୍ଷରୁ ଶାନ୍ତି ଶୃଙ୍ଖଳାରେ କ୍ରିକେଟ ପ୍ରେମୀ କିପରି ଟିକେଟ କିଣି ପାରିବେ, ସେଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!