Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ବଡ଼ ଅଧିକାରୀ, ବିଭିନ୍ନ ସ୍ଥାନରେ ଏକକାଳୀନ ଚଢାଉ

by ସଞ୍ଜୟ ସ୍ୱାଇଁ
February 5, 2025
in Crime, State
ଭିଜିଲାନ୍ସ ଜାଲରେ ବଡ଼ ଅଧିକାରୀ, ବିଭିନ୍ନ ସ୍ଥାନରେ ଏକକାଳୀନ ଚଢାଉ
199
VIEWS
Share on FacebookShare on Twitter

ମାଲକାନଗିରି, , (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ବଡ଼ ଅଧିକାରୀ। ମାଲକାନଗିରି ଜଳ ବିଭାଜିକା ବିଭାଗର ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଜବତ ହେଲା ଦେଢ କୋଟିରୁ ଅଧିକ ଟଙ୍କା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଚଢାଉ କରିଛି ଭିଜିଲାନ୍ସ । ଜୟପୁର ପାଓ୍ବାର ହାଉସ ଘର ସମେତ ୭ଟି ସ୍ଥାନରେ ଚଢାଉ ଜାରି ରହିଛି । ମାଲକାନଗିରିର ୪ଟି ସ୍ଥାନ ସହ ଭୁବନେଶ୍ୱର, କଟକରେ ବି ଚାଲିଛି ରେଡ୍ । ଜୟପୁର ଘରର ଆସବାବପତ୍ର ଦେଖି ଭିଜିଲାନ୍ସ ତାଜୁବ ହୋଇଛି । ମାଲକାନଗିରି ଜିଲ୍ଲାର ସହକାରୀ କୃଷି ଯନ୍ତ୍ରୀ ମୋହନ ମଣ୍ଡଳ, ଡାଟା ଏଣ୍ଟ୍ରି ଅପରେଟର ବିଶ୍ବଜିତ ମଣ୍ଡଳ ଓ କଣ୍ଟ୍ରାକ୍ଚୁଆଲ ଷ୍ଟାଫ ଅମିୟକାନ୍ତ ସାହୁଙ୍କ ଘରେ ମଧ୍ୟ ଚାଲିଛି ଭିଜିଲାନ୍ସ ଚଢାଉ । କଟକ ବିଲସାହି ନୂଆପଡା, ଭୁବନେଶ୍ବର ଭୀମଟାଙ୍ଗୀ ହାଉସିଂ ବୋର୍ଡ କଲୋନିସ୍ଥିତ ଶାନ୍ତନୁଙ୍କ ଘରେ ଏହି ରେଡ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!