Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୟଦେବ ଜେନାଙ୍କୁ ହତ୍ୟା ଧମକ

by Sanjay Swain
February 5, 2025
in Breaking, Politics, State
ଜୟଦେବ ଜେନାଙ୍କୁ ହତ୍ୟା ଧମକ
144
VIEWS
Share on FacebookShare on Twitter

ଭୁବନେଶ୍ବର: ନିରଞ୍ଜନଙ୍କ ପରେ ଜୟଦେବ। କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍ ପରେ ଏବେ ଟାର୍ଗେଟରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା। ବରିଷ୍ଠ କଂଗ୍ରେସ ନେତା ଜୟଦେବଙ୍କୁ ଜୀବନରେ ମାରି ଦେବାକୁ ଆସିଲା ଧମକ।ଅଜଣା ନମ୍ବରରୁ ଜୟଦେବଙ୍କୁ ଆସୁଛି ଧମକପୂର୍ଣ୍ଣ କଲ୍। ୫୦ ଲକ୍ଷ ଟଙ୍କା ଦେବାକୁ ଜୟଦେବଙ୍କୁ ଫୋନ୍ ଯୋଗେ ଧମକ ମିଳିଥିବା ଜଣାପଡ଼ିଛି। ୫୦ ଲକ୍ଷ ଦିଅ ନହେଲେ ତମକୁ ଜୀବନରୁ ମାରିଦେବୁ ବୋଲି ଧମକ ଦେଇଛନ୍ତି ଦୁର୍ବୃତ୍ତ। ଓଡ଼ିଆ ଭାଷାରେ କଥା ହେଉଥିଲେ ଦୁର୍ବୃତ୍ତ। କ୍ୟାପିଟାଲ ଥାନାରେ ଏନେଇ ଅଭିଯୋଗ ଦେଇଛନ୍ତି ଜୟଦେବ ଜେନା। ରାଜ୍ୟରେ ଆଇନଶୃଙ୍ଖଳ ସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡି ପଡ଼ିଥିବା ସେ ଅଭିଯୋଗ କରିଛନ୍ତି। ଧମକ ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କରିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଜୟଦେବ ଜେନା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!