Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ କଳାକାର

by ସଞ୍ଜୟ ସ୍ୱାଇଁ
February 6, 2025
in Accident, State
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ କଳାକାର
129
VIEWS
Share on FacebookShare on Twitter

ବାସୁଦେବପୁର, (ବାଘୁଆବାର୍ତ୍ତା): କାଳ ହେଲା ଘନ କୁହୁଡି । ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରା କଳାକାରଙ୍କ ଗାଡି । ଦୁର୍ଘଟଣାରେ ଗାଡି ସମ୍ପୂର୍ଣ ନଷ୍ଟ ହେଇଯାଇଛି । ତେବେ ଅଳ୍ପକେ ବର୍ତିଲେ ଯାତ୍ରା ସ୍ଵର୍ଣ୍ଣମହଲର ସୁନାମଧନ୍ୟ କଣ୍ଠଶିଳ୍ପୀ ମାନସ କୁମାରଙ୍କ ସହ ଅନ୍ୟ ୩ଜଣ ନୃତ୍ୟ କଳାକାର ।ବାସୁଦେବପୁର ଥାନା ଭୈରବପୁର ପଟା ପୋଲ ନିକଟରେ ଘଟିଛି ଦୁର୍ଘଟଣା । ସୂଚନା ଥାଉକି, ରାଜକନିକାରୁ ଯାତ୍ରା ସାରି ନିଜ ଘର ବାଲେଶ୍ୱର ଜିଲା ସୋରକୁ ଫେରୁଥିଲେ କଳାକାର । ଏହି ସମୟରେ କୁହୁଡ଼ି ହେତୁ ରାସ୍ତା ଦେଖାଯାଇନଥିଲା । ଭାରସାମ୍ୟ ହରାଇ ଗାଡିଟି ମାଡିଯାଇଥିଲା । ଫଳରେ ଦୁର୍ଘଟଣାରେ ସାମାନ୍ୟ ଆହତ ହୋଇଥିଲେ କଳାକାରମାନେ । କିନ୍ତୁ ବଡ ଅଘଟଣରୁ ବର୍ତ୍ତିଯାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!