Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଉଦଯାପିତ

by ସଞ୍ଜୟ ସ୍ୱାଇଁ
February 6, 2025
in Nayagarh, State
ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଉଦଯାପିତ
239
VIEWS
Share on FacebookShare on Twitter

ରଣପୁର, (ବାଘୁଆ ବାର୍ତ୍ତା): ନୟାଗଡ ଜିଲ୍ଲା ରଣପୁର ବ୍ଲକର ଅର୍ଜୁନପୁର ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇ ଉଦଯାପିତ ଯାଇଛି | ଏହାର ଉଦଘାଟନୀ ଉତ୍ସବରେ ଅତିଥି ଭାବେ ରାଇପଡା ସରପଞ୍ଚ ବାସନ୍ତୀ ଦେଇ, ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଲକ୍ଷ୍ମୀ ଦେଇ, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ଅବସର ପ୍ରାପ୍ତ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ ରାଉତ, ବିଦ୍ୟାଳୟ ପଞ୍ଚ ସଖା ସେତୁର ଉପସଭାପତି ପ୍ରଫୁଲ କୁମାର ଦାଶ,ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଭାକର ସାମନ୍ତରାୟ, ପ୍ରଥମ ଓଡିଶା ଫାଉଣ୍ଡେସନର କାଞ୍ଚନ ଲେଙ୍କା, ଶକୁନ୍ତଳା ମାହଲ, ଶର୍ମିଲା ସାମଲ, ପ୍ରଦୀପ ନାୟକ ପ୍ରମୁଖ ଯୋଗ ଦେଇଥିଲେ |

ଏହି କାର୍ଯ୍ୟକ୍ରମରେ ରଣପୁର ବ୍ଲକର ସମସ୍ତ କ୍ଲଷ୍ଟରର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକମାନେ ଯୋଗ ଦେଇଥିଲେ | ଏହାର ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶାର ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ବକ୍ତା ଭାବେ ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା, ସମ୍ମାନୀତ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ନୟାଗଡ ଜିଲ୍ଲା ଶିକ୍ଷକ ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ରର ଶିକ୍ଷକ ପ୍ରଶିକ୍ଷକ ପ୍ରତାପ କୁମାର ମହାପାତ୍ର, ରଣପୁର ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରୀଣୀ ଲକ୍ଷ୍ମୀ ଦେଇ, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ଅବସର ପ୍ରାପ୍ତ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ ରାଉତ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଭାକର ସାମନ୍ତରାୟ, କେରଣ୍ଡାଟାଙ୍ଗୀ କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ପ୍ରଦୀପ ରଞ୍ଜନ ଖୁଣ୍ଟିଆ ପ୍ରମୁଖ ଯୋଗ ଦେଇଥିଲେ | ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା | ଶିକ୍ଷକ ଶିକ୍ଷୟତ୍ରୀଙ୍କ ଦ୍ୱାରା ପ୍ରଦର୍ଶନ କରାଯାଇଥିବା ଶିକ୍ଷଣ ସାମଗ୍ରୀ ଅତ୍ୟନ୍ତ ସୁନ୍ଦର ଓ ଉନ୍ନତମାନର ଥିଲା ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ | ଛାତ୍ରଛାତ୍ରୀମାନଙ୍କୁ ବହି, ପେନସିଲ, ସ୍କେଲ, ରବର, ଖାତା ଆଦି ପୁରସ୍କାର ପ୍ରଦାନ କରାଯାଇଥିଲା | ବ୍ଲକର ସମସ୍ତ ସାଧନ କେନ୍ଦ୍ର ସଂଯୋଜକ, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କମିଟି ସଭାପତି, ସଦସ୍ୟ ସଦସ୍ୟା ଓ ଅର୍ଜୁନପୁର ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସମ୍ପୂର୍ଣ ସହଯୋଗ କରିଥିଲେ |

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!