Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ୫୭ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

by ସଞ୍ଜୟ ସ୍ୱାଇଁ
February 8, 2025
in Nayagarh, Sports, State
ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ୫୭ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ
112
VIEWS
Share on FacebookShare on Twitter

ଏମିତି ଶିକ୍ଷକ ହେବ ଯେମିତି, ପିଲା ତୁମ ସାଥିରେ ଠିଆହେବେ : ଅରୁଣ

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ଆନୁକୁଲ୍ୟରେ ଉଭୟ ଯୁକ୍ତ ଦୁଇ ଓ ଯୁକ୍ତ ତିନି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ୫୭ ତମ ବାର୍ଷିକ କ୍ରୀଡା ଉତ୍ସବ ୫ ତାରିଖରୁ ଆରମ୍ଭ ହୋଇ ୭ତାରିଖ ଦିନ ଉଦଯାପିତ ହୋଇଯାଇଛି। ଏହି ଉଦଯାପନୀ ଦିବସରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ କ୍ରୀଡ଼ା ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରାଇଥିଲେ l

ଏମିତି ଶିକ୍ଷକ ହେବ ଯେମିତି ପିଲା ତୁମ ସାଥିରେ ଠିଆହେବେ ଏବଂ ପାଠ ବହି ପଢ଼ିବା ସହ ଅନ୍ୟାୟ ପାଠ ମଧ୍ୟ ନିହାତି ଆବଶ୍ୟକ l ତେଣୁ ଆମ ଜୀବନରେ ସବୁ ବିଦ୍ୟା ଶିକ୍ଷଣୀୟ ନିହାତି ଆବଶ୍ୟକ ବୋଲି ବିଧାୟକ ଡ଼ ସାହୁ ବକ୍ତବ୍ୟ ରଖିଥିଲେ l

ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ ବିପିନ କୁମାର ପଟ୍ଟନାୟକ, ଅଧ୍ୟାପକ ବିନାୟକ ପ୍ରସାଦ ରାଓ, ଅଧ୍ୟାପିକା ସ୍ମିତା ସ୍ୱାଇଁ, କ୍ରୀଡ଼ା ପ୍ରଶିକ୍ଷକ ସୂର୍ଯ୍ୟମଣୀ ପ୍ରଧାନ ଉପସ୍ଥିତ ରହି କାର୍ଯ୍ୟକ୍ରମକୁଆଗକୁ ବଢ଼ାଇଥିଲେ l ୫୭ ତମ ବାର୍ଷିକ କ୍ରୀଡା ଉତ୍ସବରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ମାନଙ୍କୁ ଟ୍ରଫି ସାର୍ଟିଫିକେଟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ପରିଶେଷରେ ଦିଲ୍ଲୀପ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!