Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
February 9, 2025
in Crime, State
ଯୁବକଙ୍କ ମୃତଦେହ ଉଦ୍ଧାର
120
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ସ୍ଥିତ ନିଶା ଶିଳ୍ପାଞ୍ଚଳ ଥାନା କଙ୍କରେଇ ନାଳ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ଜଣଙ୍କ ହେଲେ ସମ୍ବଲପୁର ଜିଲ୍ଲା କତରାବାଗ ଥାନା ଅଞ୍ଚଳର ଲୋକନାଥ ମେହେର । କମ୍ପାନୀରେ ଚାକିରି କରାଇଦେବା ପାଇଁ ବ୍ରଜରାଜନଗରର ଅମିତ କୁମାର ବଢ଼େଇଙ୍କୁ ୯୦ହଜାର ଟଙ୍କା ଦେଇଥିଲେ ଲୋକନାଥ । କମ୍ପାନୀରେ ନିଯୁକ୍ତି ଦେବାକୁ କହି ଲୋକନାଥଙ୍କୁ ଘରୁ ଡାକିଆଣିଥିଲେ ଅମିତ । ଗତକାଲି ଅପରାହ୍ନରେ ଲୋକନାଥଙ୍କ ଗଳିତ ମୃତଦେହକୁ କାଙ୍କରେଇ ନାଳ ନିକଟରୁ ନିଶା ଶିଳ୍ପାଞ୍ଚଳ ଥାନା ପୋଲିସ ଜବତ କରିଛି । ଲୋକନାଥଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ପରିବାର ଲୋକ ଅଭିଯୋଗ କରିଛନ୍ତି । ପୋଲିସ ଶବକୁ ଜବତ କରି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ୯୦ ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!