Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍ କୁ ପିଟିଲା ଓଏସଆରଟିସି ବସ୍, ବହୁ ଯାତ୍ରୀ ଆହତ

by ସଞ୍ଜୟ ସ୍ୱାଇଁ
February 10, 2025
in Accident, State
ଟ୍ରକ୍ କୁ ପିଟିଲା ଓଏସଆରଟିସି ବସ୍, ବହୁ ଯାତ୍ରୀ ଆହତ
103
VIEWS
Share on FacebookShare on Twitter

ଚିଲିକା, (ବାଘୁଆବାର୍ତ୍ତା): ୧୬ ନମ୍ବର ଜାତୀୟ ରାଜପଥ ନାଚୁଣୀ ଥାନା ନିକଟ କହ୍ନେଇପୁର ଛକରେ ଏକ ଓଏସଆରଟିସି ବସ୍ ରାସ୍ତାରେ ଠିଆ ହୋଇଥିବା ଟ୍ରକ୍ କୁ ପିଟଛି। ଏହାଫଳରେ ବହୁ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଟାଙ୍ଗୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳ ପ୍ରାୟ ୯ଟା ବେଳେ ୧୬ ନମ୍ବର ଜାତୀୟ ରାଜପଥ ନାଚୁଣୀ ଥାନା ନିକଟ କହ୍ନେଇପୁର ଛକରେ ଏକ ଓଏସଆରଟିସି ବସ୍ ରାସ୍ତାରେ ଠିଆ ହୋଇଥିବା ଟ୍ରକ୍ କୁ ପିଟଛି। ଏହାଫଳରେ ବହୁ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଟାଙ୍ଗୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସଟି ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବାର ସୂଚନା ରହିଛି। ଆଜି ସକାଳ ପ୍ରାୟ ୯ଟାବେଳେ ଏହି ଦୁର୍ଘଟଣା ଘଟିଛି। ବସଟି ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବାର ସୂଚନା ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!