Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଜଣଙ୍କୁ ବିବାହ କରିଛନ୍ତି ରସିକିଆ ଡାକ୍ତର, ମହିଳା କମିଶନରଙ୍କ ଦ୍ୱାରସ୍ଥ ହେଲେ ନୟାଗଡ଼ ଅଞ୍ଚଳର ମହିଳା

by ସଞ୍ଜୟ ସ୍ୱାଇଁ
February 10, 2025
in Crime, State
ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ପରିଚୟପତ୍ର, ଲାଗୁ ହେବ ସ୍ୱତନ୍ତ୍ର ଡ୍ରେସ୍ କୋଡ୍
631
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମିଛ କହି ବିବାହ କରିବା ଓ ନାନା ବାହାନାରେ ଠକେଇ ଘଟଣା ବଢ଼ି ଚାଲିଛି। ପୂର୍ବରୁ ଏମିତି ବହୁ ଅଭିଯୋଗ ଆସିବା ପରେ ପୋଲିସ ପଦକ୍ଷେପ ଗ୍ରହଣ କରିଛି। ଏବେ ପୁଣି ଜଣେ ରସିକିଆ ଡାକ୍ତରଙ୍କ ପ୍ରେମ ପେଡି ସାମ୍ନାକୁ ଆସିଛି। କର୍ନାଟକରେ ରହୁଥିବା ଓଡିଶାର ଜଣେ ଆୟୁର୍ବେଦିକ ଡାକ୍ତରଙ୍କ ବିରୋଧରେ ଜଣେ ମହିଳା ଭୁବନେଶ୍ୱରସ୍ଥିତ ମହିଳା କମିଶନଙ୍କ ନିକଟରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ପୀଡିତା ମହିଳାଙ୍କ ଘର ନୟାଗଡ ଅଞ୍ଚଳରେ ବୋଲି ଜଣାପଡିଛି। ମହିଳା ଜଣକ ନିଜକୁ ଉକ୍ତ ଡାକ୍ତରଙ୍କ ସ୍ତ୍ରୀ ବୋଲି ଦାବି କରିବା ସହ ତାଙ୍କ ସ୍ବାମୀ ୪ଜଣଙ୍କୁ ବିବାହ କରିଥିବା ସେ ଅଭିଯୋଗ କରିଛନ୍ତି। ଏନେଇ ପ୍ରତାରିତ ଡାକ୍ତର ସ୍ବାମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ନ୍ୟାୟ ଦେବାକୁ ସେ ମହିଳା କମିଶନଙ୍କୁ ନିବେଦନ କରିଛନ୍ତି। ଅଭିଯୁକ୍ତ ରସିକିଆ ଡାକ୍ତର କର୍ନାଟକରେ ୨ ଓ ଓଡିଶାରେ ୨ ଜଣଙ୍କୁ ବିବାହ କରିଛନ୍ତି। ଏପରିକି ତାଙ୍କ ସ୍ବାମୀ କୋର୍ଟରେ ଭରଣପୋଷଣ ଦେବାକୁ କହିଥିଲେ ମଧ୍ୟ କୋର୍ଟଙ୍କ ନିୟମକୁ ସ୍ବାମୀ ଅବମାନନା କରି ଦେଉ ନ ଥିବା ପୀଡିତା ମହିଳା ତାଙ୍କ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!