Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାକୁମ୍ଭ ମେଳାରେ ବୁଡ଼ ପକାଇଲେ ରାଷ୍ଟ୍ରପତି

by ସଞ୍ଜୟ ସ୍ୱାଇଁ
February 10, 2025
in NATIONAL NEWS, State
ମହାକୁମ୍ଭ ମେଳାରେ ବୁଡ଼ ପକାଇଲେ ରାଷ୍ଟ୍ରପତି
54
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ମହାକୁମ୍ଭ ମେଳାରେ ବୁଡ଼ ପକାଇଲେ ରାଷ୍ଟ୍ରପତି । ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁ ଆଜି ପ୍ରୟାଗରାଜ ଗସ୍ତ କରିଛନ୍ତି । କୁମ୍ଭମେଳାରେ ପୂଜା କରିବା ସହ ସଙ୍ଗମ ସ୍ଥଳରେ ବୁଡ଼ ପକାଇଲେ ରାଷ୍ଟ୍ରପତି । ସେ ମେଳାରେ ପ୍ରାୟ ୮ ଘଣ୍ଟା ବିତାଇବେ । ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଉତ୍ତରପ୍ରଦେଶ ମୁ୍ଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିଛନ୍ତି । ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେପ୍ରଥମ ଥର ପାଇଁ ଦ୍ରୌପଦୀ ମୁର୍ମୁ କୁମ୍ଭମେଳାରେ ବୁଡ ପକାଇବେ । ରାଷ୍ଟ୍ରପତି ଗସ୍ତ ସମୟରେ ସନାତନ ଧର୍ମର ପ୍ରତୀକ ଅକ୍ଷୟବଟ ଗଛ ପରିଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ପରେ ପାଖରେ ଥିବା ବଡ ହନୁମାନ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି । ବିଶ୍ବର ସବୁଠୁ ବଡ଼ ଧାର୍ମିକ କାର୍ୟ୍ୟକ୍ରମ କୁହାଯାଉଥିବା କୁମ୍ଭମେଳାରେ ଏପର୍ୟ୍ୟନ୍ତ ୪୦ କୋଟିରୁ ଅଧିକ ଲୋକ ବୁଡ଼ ପକାଇସାରିଲେଣି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!