Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର ପିଟିଲା ବାଇକକୁ, ୩ ମୃତ

by ସଞ୍ଜୟ ସ୍ୱାଇଁ
February 11, 2025
in Accident, State
କାର ପିଟିଲା ବାଇକକୁ, ୩ ମୃତ
147
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ଵରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବଡଗଡ଼ ଥାନା ସାଇ ମନ୍ଦିର ନିକଟରେ ବାଇକକୁ ପିଟିଲା ଦ୍ରୁତଗତିରେ ଯାଉଥିବା କାର । ଦୁର୍ଘଟଣାରେ ଗୁରୁତରଙ୍କୁ ହସ୍ପିଟାଲକୁ ନେବା ବାଟରେ ୩ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ୩ ବାଇକ ଚାଳକଙ୍କ ମୃତ୍ୟୁ ନେଇ ସୂଚନା ଦେଲେ ବଡଗଡ଼ ଥାନାଅଧିକାରୀ ତୃପ୍ତି ନାୟକ । ରାତି ପ୍ରାୟ ୨ଟା ବେଳେ ରଙ୍ଗ ରୁଟରେ ଆସୁଥିବା ବାଇକକୁ ଧକ୍କା ଦେଇଥିଲା ଟାଟା ହ୍ୟାରିଅର କାର । କାରଟି ଜଗତସିଂହପୁରରୁ ପୁରୀ ଅଭିମୁଖେ ଯାଉଥିଲା । ଦୁର୍ଘଟଣା ଘଟାଇଥିବା କାର ସହ ଡ୍ରାଇଭର ଅଟକ ରଖି ସିସିଟିଭି ଯାଞ୍ଚ ସହ ପୁରା ଘଟଣାର ତଦନ୍ତ କରୁଛି ବଡଗଡ଼ ଥାନା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!