Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶା କଂଗ୍ରେସ ସଭାପତି ହେଲେ ଭକ୍ତ ଦାସ

by ସଞ୍ଜୟ ସ୍ୱାଇଁ
February 11, 2025
in Politics, State
ଓଡିଶା କଂଗ୍ରେସ ସଭାପତି ହେଲେ ଭକ୍ତ ଦାସ
281
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ଭକ୍ତ ଚରଣ ଦାସ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ଥରେ ଏବଂ ଲୋକ ସଭା ସଂସଦ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୯, ୧୯୯୬ ଓ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ ଓ ୧୫ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!