Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଣ୍ଡପରେ ବାଇକ୍ ପିଟି ହେବାରୁ ୩ ମୃତ

by ସଞ୍ଜୟ ସ୍ୱାଇଁ
February 12, 2025
in Accident, State
ମଣ୍ଡପରେ ବାଇକ୍ ପିଟି ହେବାରୁ ୩ ମୃତ
48
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): କାଳ ସାଜିଲା ଦ୍ରୁତ ଗତି। ନିୟନ୍ତ୍ରଣ ହରାଇ ମନ୍ଦିର ଆଗରେ ଥିବା ଚାନ୍ଦିନୀରେ ପିଟି ହେଲା ବାଇକ। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣା ପୁରୀ ଜିଲ୍ଲା ନିମାପଡ଼ା-କୋଣାର୍କ ରାସ୍ତାର ବଢ଼େଇ ଛକରେ ଘଟିଛି। ରାତି ପ୍ରାୟ ଦୁଇଟାରେ ଘଟିଛି ଏହି ଦୁର୍ଘଟଣା। ସୂଚନା ଅନୁଯାୟୀ, ମୃତକ ହେଲେ ଚାରିଛକ ଦଣ୍ଡକିରି ଅଞ୍ଚଳର ସାଗର ମଲ୍ଲିକ, ଦୀପକ ମଲ୍ଲିକ ଓ ତୁଳସୀପୁରର ଜୟପ୍ରକାଶ ସାହୁ। ଏମାନେ ତିନି ଜଣ ଗୋଟିଏ ବାଇକରେ ଦ୍ରୁତ ଗତିରେ ଆସୁଥିବା ବେଳେ ଭାରସାମ୍ୟ ହରାଇ ମଣ୍ଡପରେ ପିଟି ହୋଇଥିଲେ। ସେଠାରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିଲେ । ଚମ୍ପାହାର ଅଗ୍ନିଶମ ବାହିନୀ ପହଞ୍ଚି ୩ ଜଣକୁ ଗୋପ ମେଡିକାଲ ନେଇଥିଲା। ସାଗର ମଲ୍ଲିକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଆଗରୁ ମଧ୍ୟ ଏହି ବଢ଼େଇ ଛକରେ ଅନେକ ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!