Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ନିନ୍ଦାରେ ବାରବାଟୀ, ଭିଆଇପି ବକ୍ସରେ ଜଣେ ବ୍ୟକ୍ତି ସିଗାରେଟ ଟାଣୁଥିବାର ଦୃଶ୍ୟ ଭାଇରାଲ୍

by ସଞ୍ଜୟ ସ୍ୱାଇଁ
February 12, 2025
in Sports, State
ପୁଣି ନିନ୍ଦାରେ ବାରବାଟୀ, ଭିଆଇପି ବକ୍ସରେ ଜଣେ ବ୍ୟକ୍ତି ସିଗାରେଟ ଟାଣୁଥିବାର ଦୃଶ୍ୟ ଭାଇରାଲ୍
132
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବାରବାଟୀ ଷ୍ଟାଡିୟମର ଆଉ ଏକ ଅବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଭିଆଇପି ବକ୍ସରେ ଜଣେ ବ୍ୟକ୍ତି ସିଗାରେଟ୍ ଟାଣୁଥିବାର ଭିଡିଓ ଭାଇରାଲ ହେଉଛି । ଷ୍ଟାଡିୟମକୁ କୌଣସି ତମାଖୁ ଜାତୀୟ ଦ୍ରବ୍ୟ ନେବାରେ କଟକଣା ଥିବା ସତ୍ତ୍ୱେ କିପରି ଗଲା ସିଗାରେଟ୍ ବୋଲି ପ୍ରଶ୍ନ ଉଠିଛି । ପୁଣି ଭିଆଇପି ବକ୍ସ ଭିତରକୁ କିପରି ଗଲା ବୋଲି ପ୍ରଶ୍ନ ଉଠିଛି । ନିର୍ଦ୍ୱନ୍ଦ୍ବରେ ବସି ସିଗାରେଟ୍ ଟାଣୁଥିବା ଭିଡିଓରେ ଦେଖିବାକୁ ମିଳିଛି । ଖେଳ ଦିନ ଫ୍ଲଡ୍ ଲାଇଟ୍ ଚର୍ଚ୍ଚା ସରିନଥିବାବେଳେ ଏବେ ପୁଣି ଭିଆଇପି ବକ୍ସରେ ସିଗାରେଟ୍ ଟାଣିବା ଭିଡିଓ ମୋବାଇଲରୁ ମୋବାଇଲକୁ ଘୂରି ବୁଲୁଛି । କେମିତି ଓ କିଏ ସିଗାରେଟ୍ ନେଲେ ସେନେଇ ତଦନ୍ତ ହେବା ଆବଶ୍ୟକ ବୋଲି ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!