Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି, ଧରାପଡ଼ିଲା ଚୋର

by ସଞ୍ଜୟ ସ୍ୱାଇଁ
February 13, 2025
in Crime, State
ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି, ଧରାପଡ଼ିଲା ଚୋର
231
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣା । ବିଜୟୱାଡାରୁ ଚୋରକୁ ଧରିଲା ସ୍ପେଶାଲ ସ୍କ୍ବାଡ। ସପ୍ତାହେ କାଳ ରାଜ୍ୟ ବାହାରେ ଡେରା ପକାଇବା ପରେ ଧରାପଡ଼ିଲା ଚୋର । ଆଜି କୋର୍ଟରେ ଅଭିଯୁକ୍ତକୁ ହାଜର କରାଯିବ । ଟ୍ରାଞ୍ଜିଟ ରିମାଣ୍ଡରେ ଅଭିଯୁକ୍ତକୁ ଭୁବନେଶ୍ୱର ଅଣାଯାଉଛି । ତେବେ ଜବତ ଟଙ୍କା ଓ ସୁନା ହୀରା ଅଳଙ୍କାର ନେଇ କୌଣସି ସୂଚନା ମିଳିନାହିଁ । ଜାନୁଆରୀ ୨୫ ତାରିଖ ବିଳମ୍ବିତ ରାତିରେ ନିରଞ୍ଜନଙ୍କ ଭିଆଇପି କଲୋନୀ ସ୍ଥିତ ଘରୁ ହୋଇଥିଲା ଚୋରି। ସୁରକ୍ଷା କର୍ମୀଙ୍କୁ ମାତ୍ ଦେଇ ଚୋର ଦ୍ୱିତୀୟ ମହଲାକୁ ଯାଇ ନେଇଯାଇଥିଲା ୫୦ ଲକ୍ଷର ଅଳଙ୍କାର ଓ ନଗଦ ଦୁଇ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା । ଚୋରକୁ ଧରିବା ପାଇଁ ସ୍ପେଶାଲ ଟିମ ଗଠନ ହୋଇଥିଲା । ନିଜେ ପୋଲିସ କମିଶନରଙ୍କ ସହ ଟୁଇନ ସିଟି ଡିସିପି ନିରଞ୍ଜନଙ୍କ ଘର ପରିଦର୍ଶନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!