Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆମ୍ବଗଡ଼ିଆ ଛକରେ ସିରିଜ୍ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
February 13, 2025
in Accident, State
ଆମ୍ବଗଡ଼ିଆ ଛକରେ ସିରିଜ୍ ଦୁର୍ଘଟଣା
55
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ଆନନ୍ଦପୁର-ଭଦ୍ରକ ରାସ୍ତାର ଆମ୍ବଗଡ଼ିଆ ଛକ ନିକଟରେ ଦୁର୍ଘଟଣା । ସିରିଜ୍‌ ଦୁର୍ଘଟଣା ଘଟାଇ ଫେରାରା ମାରିଛି କାର୍ । ଯାହାଫଳରେ ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଆନନ୍ଦପୁର -ଭଦ୍ରକ ରାସ୍ତାର ଆମ୍ବଗଡିଆ ଛକ ଠାରେ ଏକ କାର୍‌ ଜଣେ ବାଇକ୍ ଆରୋହୀ ଙ୍କୁ ଧକ୍କା ଦେଇଥିଲା, ଏହା ପରେ ରାସ୍ତାରେ ଚାଲି ଯାଉଥିବା ୨ ମହିଳାଙ୍କୁ ଧକ୍କା ଦେଇ ଭଦ୍ରକ ଅଭିମୁଖେ ଦୃତଗତିରେ ପଳାଇଥିଲା । ତେବେ ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମହିଳା ଓ ବାଇକ୍‌ ଆରୋହୀ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକ ଆମ୍ବଗଡିଆ ଗାଁର ସାଧବ ଜେନା ଓ ଆହତ ମହିଳା କୁମୁଦିନି ଜେନା ହୋଇଥିବା ବେଳେ ବାଇକ ଆରୋହୀଙ୍କ ଜଣଙ୍କ ଦଧିବାମନପୁର ଗାଁର ବ୍ୟାଙ୍କ କର୍ମଚାରୀ ତପନ ଜେନା ହୋଇଥିବା ଜଣାପଡିଛି । ସେପଟେ ଖବର ପାଇ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!