Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଡ଼ାକଡ଼ି ହେବ କୋଭିଡ୍ ନିୟମ, ସବୁ ଜିଲ୍ଲାପାଳଙ୍କୁ ଚିଠି

by ସଞ୍ଜୟ ସ୍ୱାଇଁ
February 19, 2021
in Feature News
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
768
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଶାରେ ପୁଣି କଡାକଡି ପାଳନ ହେବ କୋଭିଡ୍ ନିୟମ । ମହାରାଷ୍ଟ୍ରରେ କୋଭିଡ୍ ସଂକ୍ରମଣ ବଢିବା ଏବଂ ଲକଡାଉନ୍ ଭଳି ସ୍ଥିତି ଉପୁଜିବା ପରେ ଏବେ ଓଡ଼ିଶାରେ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖି ସବୁ ଜିଲ୍ଲାପାଳ, ମହାନଗର ନିଗମ ଓ ପୁଲିସ ବିଭାଗକୁ ସତର୍କ କରାଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ନେଇ ସ୍ବାସ୍ବ୍ୟ ବିଭାଗ ସତର୍କ ସୂଚନା ଜାରି କରିଛି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସବୁ ଜିଲ୍ଲାପାଳ, ଭୁବନେଶ୍ବର-କଟକ ‌ପୁଲିସ କମିସନର, ସମସ୍ତ ପୌରପାଳିକା କମିସନର, ଡିସିପି, ଏସ୍‌ପି, ସିଡିଏମ୍‌ଓ ଓ ପିଏଚ୍‌ଓଙ୍କୁ ଚିଠି ଲେଖି କୋଭିଡ ନିୟମ କଡାକଡି କରିବାକୁ ଅନୁରୋଧ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!