Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିଇଓଙ୍କ ଠାରୁ ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
February 15, 2025
in Crime, State
ପିଇଓଙ୍କ ଠାରୁ ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
99
VIEWS
Share on FacebookShare on Twitter

ବୋରିଗୁମ୍ମା, (ବାଘୁଆବାର୍ତ୍ତା): ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଦିନ ଦ୍ବିପହରରେ ଲୁଟ। ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଦୁର୍ବୃତ୍ତମାନେ ଛୁରୀ ଦେଖାଇ ୮ଲକ୍ଷ ୫୯ ହଜାର ୩୦୦ ଟଙ୍କା ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଛନ୍ତି ବୋଡ଼ିଗାଁ ପଞ୍ଚାୟତର ପିଇଓ ଅର୍ଜୁନ ପାତ୍ର । ବୋଡିଗାଁ ପିଇଓ ଅର୍ଜୁନ ପାତ୍ର ଶନିବାର ବ୍ଲକ କାର୍ଯ୍ୟାଳୟ ରୁ ଏକ ବ୍ୟାଗ ରେ ଟଙ୍କା ନେଇ ବାର୍ଦ୍ଧକ୍ୟ ଭତ୍ତା ବାଣ୍ଟିବା ପାଇଁ ପଞ୍ଚାୟତ କାର୍ଯ୍ୟାଳୟ କୁ ଯାଉଥିଲେ । ୬ ଜଣ ଦୃର୍ବୁତ୍ତ ୩ଟି ବାଇକ୍ ରେ ଆସି ରତାଳି ରାସ୍ତା ମଝିରେ ରଖି ପିଇଓଙ୍କ ବାଇକକୁ ଅଟକାଇ ଥିଲେ । ପିଇଓ ବାଇକ୍ ଅଟକକିବା କ୍ଷଣି ଛୁରୀ ଦେଖାଇ ଆକ୍ରମଣ କରି ତାଙ୍କ ଟଙ୍କା ବ୍ୟାଗ ଝାମ୍ଫି ନେଲେ । ସେଠାରୁ ଯିବା ବେଳେ ପିଇଓ ଙ୍କ ବାଇକ ଜମି ତଳ କୁ ଠେଲି ଦେବା ସହ ତାଙ୍କ ଫୋନ୍ ଫୋଫାଡି ଦେଇ ଚମ୍ପଟ ମାରିଥିଲେ ଦୃର୍ବୁତ୍ତ । ଖବର ପାଇ ବୋଡ଼ିଗାଁ ସରପଂଚ କରୁଣା ବଡନାୟକ ଓ ସ୍ଥାନୀୟ ଲୋକ ପହଞ୍ଚି ପିଇଓ ଙ୍କ ବାଇକ ଏବଂ ଫୋନ୍ ଉଦ୍ଧାର କରି ବିସିଂପୁର ପୋଲିସ ଏବଂ ବୋରିଗୁମ୍ମା ବିଡ଼ିଓ ଙ୍କୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ବି ସିଂପୁର ପୋଲିସ ପହଞ୍ଚି ଘଟଣାର ଛାନ ଭିନ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!