Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା ଉପରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

by ସଞ୍ଜୟ ସ୍ୱାଇଁ
February 16, 2025
in Crime, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
25
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ରାସ୍ତା ଉପରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ । କଟକ ରାଣୀହାଟ ପୋଲ ନିକଟରୁ ଯୁବକଙ୍କ ମୃତଦେହ ଠାବ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି । ଖବର ଅନୁଯାୟୀ, ରାଣୀହାଟ ପୋଲ ନିପରେ ଥିବା ଏକ ଖୁଣ୍ଟିରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଛାନ୍‌ଭିନ୍ ଜାରି ରଖିଛି । ହେଲେ ବର୍ତ୍ତମାନ ଯାଏଁ ମୃତ୍ୟୁର ସଠିକ କାରଣ ଜଣାପଡିନାହିଁ । ବାକି ପୋଲିସ ପ୍ରାଥମିକ ରିପୋର୍ଟ ଏବଂ ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଛି । ଯେଉଁଥିରେ ଯୁବକଙ୍କ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!