Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ସଂରକ୍ଷଣ କରାନଗଲେ ଇତିହାସ କ୍ଷମା ଦେବନି; ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
February 20, 2021
in Feature News
ପୁଣି ଦେଶରେ ନମ୍ବର ୱାନ ନବୀନ
181
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ନୀତି ଆୟୋଗର ୬ଷ୍ଠ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ କଡ଼ା ଆଭିମୁଖ୍ୟ ରଖିଛନ୍ତି । ନିର୍ବାଚିତ ସରକାରଙ୍କ ପ୍ରତ୍ୟେକ କାମକୁ ରାଜନୈତିକ ରଙ୍ଗ ଦେବାରୁ ଦେଶର ଉନ୍ନତି ଓ ବିକାଶ କାମରେ ବଡ଼ ବାଧକ ସାଜିଛି । ତେଣୁ ଗଣତନ୍ତ୍ରରେ ନିର୍ବାଚନର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ନିର୍ବାଚିତ ହେବାପରେ ସରକାର ଦଳମତ ନିର୍ବିଶେଷରେ ଲୋକଙ୍କ ହିତପାଇଁ କାମ କରିବାର ଆବଶ୍ୟକତା ରହିଛି । ନିର୍ବାଚନୀ ବାତାବରଣରୁ ବାହାରି ଲୋକଙ୍କ ପାଇଁ କାମ କରିବାକୁ ସମୟ ଆସିଛି ତେଣୁ ନିର୍ବାଚନୀ ବାତାବରଣରୁ ବାହାରି ଆସ । ଏବେ ପ୍ରତ୍ୟେକ ଅପରାଧ ମୁଳକ କାର୍ଯ୍ୟକୁ ରାଜନୀତିକରଣ କରାଯାଉଛି । ଯାହା ଦେଶ ଦେଶର ଗଣତନ୍ତ୍ରରେ ଶାନ୍ତି ପ୍ରତିଷ୍ଠା ପାଇଁ ବଡ଼ ବିପଦ ସାଜିଛି । ତେଣୁ ଉକ୍ତ ବୈଠକରେ ଜାତୀୟ ଦଳଗୁଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟ ଲୋକସଭା ଓ ରାଜ୍ୟ ବିଧାନସଭାରେ ମହିଳା ସଂରକ୍ଷଣ ପାଇଁ ଜାତୀୟ ଦଳ ପ୍ରତିଶୃତି ଦେଇଥିଲା । ତେଣୁ ଏହାକୁ ପାଳନ ନକଲେ ବା ଅବହେଲା କଲେ ଇତିହାସ ଆମକୁ କ୍ଷମ ଦେଇନପାରେ ବୋଲି କଡ଼ା ଆଭିମୁଖ୍ୟ ରଖିଛନ୍ତି ନବୀନ । ସେହିପରି ସର୍ବଭାରତୀୟସ୍ତରୀୟ ପ୍ରବେଶିକା ପରୀକ୍ଷା ପଦ୍ଧତିରେ ପରିବ ର୍ନ ଆଣିବାକୁ ପ୍ରସ୍ତାବ ଦେଇଛନ୍ତି ଏବଂ ଉକ୍ତ ବୈଠକରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ଦାବି ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!