Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ଶୁଭାରମ୍ଭ

by ସଞ୍ଜୟ ସ୍ୱାଇଁ
February 16, 2025
in Nayagarh, State
ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ଶୁଭାରମ୍ଭ
253
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସରସ୍ୱତୀ ଶିଶୁ ମନ୍ଦିରେ ଆଜି ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ଶରଣକୁଳ ମହାବିଦ୍ୟାଳୟ ଶିକ୍ଷା ବିଭାଗୀୟ ମୁଖ୍ୟ ବ୍ୟୋମକେଶ ରଥ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ ଅତିଥି ଅଧିକାରୀଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।

ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଶିଶୁ ଶିକ୍ଷାର ଭାରତୀୟ ଓ ପାଶ୍ଚାତ୍ୟ ସଂକଳ୍ପନ, ଶିଶୁ ଶିକ୍ଷାର ବର୍ତ୍ତମାନ ସ୍ଥିତି ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନା କରିଥିଲେ । ଅନୁଷ୍ଠାନ ସଭାପତି କେଶବ ଚନ୍ଦ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ସମ୍ପାଦକ, ଗୁରୁଜୀ ଗୁରୁମା ଓ ପରିଚାଳନା ସମିତି ଓ ସେବକ ସେବିକାଙ୍କ ତତ୍ୱ ସହଯୋଗରେ ସମ୍ପନ୍ନ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୪୬ ଜଣ ଅଭିଭାବକଙ୍କ ଅଭିଭାବିକା ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!