Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନେହେରୁ ଯୁବା କେନ୍ଦ୍ର ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା

by ସଞ୍ଜୟ ସ୍ୱାଇଁ
February 16, 2025
in Nayagarh, Sports, State
ନେହେରୁ ଯୁବା କେନ୍ଦ୍ର  ପକ୍ଷରୁ ଜିଲ୍ଲା  ସ୍ତରୀୟ କ୍ରୀଡା ପ୍ରତିଯୋଗୀତା
90
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ଆଜି ନୟାଗଡ ର ଅଗ୍ରଣୀ ସ୍ଵେଚ୍ଛାସେବୀ ସଙ୍ଗଠନ “ସୋହମ” , ଭାରତ ସରକାରଙ୍କ ଯୁବ ଓ କ୍ରିଡା ବ୍ୟାପାର ବିଭାଗ ର ସହଯୋଗରେ ମୋ ଭାରତ କାର୍ଯ୍ୟକ୍ରମ ଅନ୍ତର୍ଗତ “ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା” ନୟାଗଡ ଷ୍ଟାଡିୟମ ଖେଳପଡିଆ ଠାରେ ଅନୁଷ୍ଠିତ ହୋଇଯାଇଅଛି I ଏହାକୁ ନୟାଗଡ ଜିଲ୍ଲାର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା ,ନୟାଗଡ ମୁନିସପାଲିଟି ଅଧ୍ୟକ୍ଷା ନିରୂପମା ଖଟେଇ,ସୋହମ ସଙ୍ଗଠନର ସମ୍ପାଦକ କାମାକ୍ଷI ପ୍ରସାଦ ଦାଶ, ଉପସଭାପତି ତଥା ବିଶିଷ୍ଠ ପରିବେଶବିତ ଓ ପରିବେଶ ମିତ୍ର ଅନାଦି ଚରଣ ମହାନ୍ତି, ବରିଷ୍ଠ ସଦସ୍ୟ ପ୍ରଶାନ୍ତ କୁମାର ଶତପଥୀ ପ୍ରମୁଖ ପ୍ରଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ l ଏଥିରେ ନୟାଗଡ ଜିଲ୍ଲାର ପ୍ରତ୍ୟେକ ବ୍ଲକ ରୁ ବିଜୟୀ ହୋଇ ଆସିଥିବା ଯୁବକ ବର୍ଗର ଫୁଟବଲ , ୧୦୦ ମିଟର ଦୌଡ, ଟାଇକୁଣ୍ଡ ଏବଂ ଯୁବତୀ ବର୍ଗର କବାଡି, ଧୀର ସାଇକେଲ ଚାଳନା , ବ୍ୟାଡ ମିଣ୍ଟନ ପ୍ରତିଯୋଗୀତା କରଯାଇଥିଲା l ପରିଶେଷରେ କୃତି ଦଳ ଓ ପ୍ରତିଯୋଗୀ ମାନଙ୍କୁ ମାନପତ୍ର, କ୍ରୀଡା ସାମଗ୍ରୀ ଓ ପୁରସ୍କାର ପ୍ରଦାନ କରଯାଇଥିଲା l ଏଥିରେ ସଙ୍ଗଠନର ସୁଧୀର କୁମାର ବେହେରା , ରବୀନ୍ଦ୍ର ନାୟକ, ଦୁର୍ଗାମଧବ ସେଠୀ, ବିଶ୍ଵଜିତ ପଟ୍ଟନାୟକ , ଚରଣ ଗୁରୁ, ସୁନୀଲ କୁମାର ମହାନ୍ତି , ନୟାଗଡ ଟାଇକୁଣ୍ଡ ବିଦ୍ୟାଳୟ ର ଏମ. ରୀତିକ ରଞ୍ଜନ ମହାପାତ୍ର ଙ୍କ ସମେତ ଶତାଧିକ କ୍ରୀଡା ପ୍ରେମୀ ଓ ପ୍ରତିଯୋଗୀ ଯୋଗ ଦେଇ କାର୍ଯ୍ୟକ୍ରମଟିକୁ ସାଫଲ୍ୟ ମଣ୍ଡିତ କରିଥିଲେ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!