Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତାପସ ପୁଣି ବିଜେପି ଜିଲ୍ଲା ସଭାପତି

by ସଞ୍ଜୟ ସ୍ୱାଇଁ
February 16, 2025
in Breaking, Nayagarh, Politics
ତାପସ ପୁଣି ବିଜେପି ଜିଲ୍ଲା ସଭାପତି
1k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ବିଜେପି ନିର୍ବାଚନ ଅଧିକାରୀ ସାଂସଦ ପ୍ରତାପ ଷଡ଼ଙ୍ଗୀ ଆଜି ୧୩ ଟି ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ନୟାଗଡ଼ ଜିଲ୍ଲାରେ ସଭାପତି ପାଇଁ ନାମାଙ୍କନ କରିଥିବା ୩ ଜଣ ନେତାଙ୍କୁ ବାଦ ଦେଇ ପୁର୍ନବାର ଜିଲ୍ଲା ସଭାପତି ଭାବେ ତାପସ ରଞ୍ଜନ ମାର୍ଥଙ୍କୁ ଚୟନ କରାଯାଇଛି। ଜଣେ ଦୃଢ଼ ସଂଗଠକ ଭାବେ ଜଣାଶୁଣା ତାପସଙ୍କ ଉପରେ ପୁଣିଥରେ ଦଳ ଭରସା ରଖିଛି। ନୟାଗଡ଼ ଜିଲ୍ଲା ବିଜେପି ଜିଲ୍ଲା ସଭାପତି ପଦବୀ ପାଇଁ ଯୁବ ଓ ଦୃଢ଼ ସଂଗଠକ ସନ୍ତୋଷ ପ୍ରଧାନ, ବରିଷ୍ଠ ସଂଗଠକ ଅଶୋକ ମିଶ୍ର ଏବଂ ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ନାମାଙ୍କନ ଦାଖଲ କରିଥିଲେ । ସେମାନଙ୍କୁ ବାଦ ଦିଆ ଯାଇ ତାପସଙ୍କୁ ପୁର୍ନବାର ସଭାପତି ଘୋଷଣା କରାଯାଇଛି।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!