Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬ ଜଣ ପ୍ୟାକ୍ସ ସଂପାଦକ ଓ ଜଣେ କ୍ଲର୍କ ନିଲମ୍ବିତ

୩ ଜଣ ଭାରପ୍ରାପ୍ତ ଡାଟାଏଣ୍ଟି୍ର ଅପରେଟର କାର୍ଯ୍ୟରୁ ବହିଷ୍କୃତ

by ସଞ୍ଜୟ ସ୍ୱାଇଁ
February 20, 2021
in Feature News
୧୫ରୁ ଗଡ଼ିଲା ୪ ମୁଣ୍ଡ, ଆଗକୁ ଆହୁରି ଅଛି !
525
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା, କାର୍ଯ୍ୟରେ ଗୁରୁତର ଅବହେଳା ଓ ବିଭାଗ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାର ଉଲ୍ଲଂଘନ ଅଭିଯୋଗରେ ବରଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନସ୍ଥ ପ୍ୟାକ୍ସର ୬ ଜଣ ସଂପାଦକ ଓ ଜଣେ କ୍ଲର୍କ ତଥା ପର୍ଚେଜ୍‌ ଅଫିସରଙ୍କୁ ନିଲମ୍ବନ ଓ ୩ ଜଣ ଭାରପ୍ରାପ୍ତ ଡାଟାଏଣ୍ଟି୍ର ଅପରେଟରଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି । ନିଲମ୍ବନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଇଛି । ରାଜ୍ୟ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌ ଦ୍ୱାରା ଅଭିଯୋଗର ତଦନ୍ତ ରିପୋର୍ଟ ଅନୁସାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ନିଲମ୍ବିତ ହୋଇଥିବା କର୍ମଚାରୀମାନେ ହେଲେ ଭେଡେନ ପ୍ରାଥମିକ କୃଷି ସମବାୟ ସମିତିର ସଂପାଦକ ରବୀନ୍ଦ୍ର କୁମାର ଦାଶ, କାନସିଂଘା ପ୍ୟାକ୍ସର ଭାରପ୍ରାପ୍ତ ସଂପାଦକ କାନ୍ତିଲାଲ ଭୋଇ, ଏମ୍‌.ଶ୍ରୀଗିଡ଼ା ପ୍ୟାକ୍ସର ସଂପାଦକ ନିର୍ମଳ କୁମାର ଜେନା, ରେମୁଣ୍ଡା ପ୍ୟାକ୍ସର ସଂପାଦକ ଶଶିଭୂଷଣ ସାହୁ, ଗାଇସିଲଟ ପ୍ୟାକ୍ସର ଭାରପ୍ରାପ୍ତ ସଂପାଦକ ଘନଶ୍ୟାମ ସାହୁ ଓ କୁମ୍ଭାରୀ ପ୍ୟାକ୍ସର ସଂପାଦକ ଗୌରଚନ୍ଦ୍ର ବୁଧିଆ । ସେହିପରି କାନସିଂଘା ପିପିସିର ଭାରପ୍ରାପ୍ତ ଡାଟାଏଣ୍ଟି୍ର ଅପରେଟର ସନ୍ଦୀପ ସାହୁ, ବୁରୋମୁଣ୍ଡା ପିିପିସି ଭାରପ୍ରାପ୍ତ ଡିଇଓ ଲିଲୁ ଭୋଇ ଏବଂ ଚାଣ୍ଟିପାଲି ପିପିସିର ଭାରପ୍ରାପ୍ତ ଡାଟା ଏଣ୍ଟି୍ର ଅପରେଟର ପ୍ରେମାନନ୍ଦ ସାହୁଙ୍କୁ ତାଙ୍କ କାର୍ଯ୍ୟରୁ ବହିଷ୍କାର କରାଯାଇଥିବାବେଳେ ଏମ୍‌.ଶ୍ରୀଗିଡ଼ା ପ୍ୟାକ୍ସର କ୍ଲର୍କ ତଥା ପର୍ଚେଜ ଅଫିସର ଦିନେଶ କୁମାର ବାରିକଙ୍କୁ ନିଲମ୍ବନ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!