Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡକାୟତି ପାଇଁ ଚାଲିଥିଲା ପ୍ଲାନ୍, ୭ ଜଣଙ୍କୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
February 18, 2025
in Crime, State
ଡକାୟତି ପାଇଁ ଚାଲିଥିଲା ପ୍ଲାନ୍, ୭ ଜଣଙ୍କୁ ବାନ୍ଧିଲା ପୋଲିସ
39
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଡକାୟତ ପାଇଁ ଚାଲିଥିଲା ପ୍ଲାନ୍‌ । ପୋଲିସ ଚଢାଉ କରି ୭ ଜଣଙ୍କୁ କାବୁ କରିଛି । ଏହାସହିତ ସେମାନଙ୍କ ନିକଟରୁ ଅନେକ ସାମଗ୍ରୀ ଜବତ କରିଛି । ବ୍ରହ୍ମପୁର ଜାତୀୟ ରାଜପତ ୧୬ ସାଇବିହାର ହାଇଓ୍ୱା ଢାବା ନିକଟରେ ଘଟିଛି ଏହି ଘଟଣା । ଖବର ଅନୁଯାୟୀ, ବ୍ରହ୍ମପୁର ଜାତୀୟ ରାଜପଥ ୧୬ ସାଇବିହାର ହାଇଓ୍ୱା ଢାବା ନିକଟରେ ଡକାୟତି ପାଇଁ ଯୋଜନା କରୁଥିଲେ ଗ୍ୟାଙ୍ଗ । ଏହି ସମୟରେ ପାଟ୍ରୋଲିଂ କରୁଥିବା ପୋଲିସ ହଠାତ୍‌ ଢାବା ନିକଟରେ ଚଢାଉ କରିଥିଲା । ଆଉ ଏହି ଚଢାଉରେ ୭ ଜଣଙ୍କୁ କାବୁ କରିବାରେ ସଫଳ ବି ହୋଇଥିଲା ପୋଲିସ । ସେମାନଙ୍କ ନିକଟରୁ ୨ଟି ଖଣ୍ଡା, ୪ଟି ଷ୍ଟିଲ୍‌ ରଡ୍‌, ୭ଟି ମୋବାଇଲ୍‌ ଫୋନ୍‌, ନଗଦ ୩୫୦୦ ଟଙ୍କା, ଟାଟା ସୁମୋ ଗାଡି ଜବତ ହୋଇଛି । ତେବେ ୭ ଜଣଙ୍କୁ ଗିରଫ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ବୋଲି କହିଛନ୍ତି ବ୍ରହ୍ମପୁର ଏସ୍‌ପି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!